ସିଙ୍ଗପୁରରେ ବାଣ ବିସ୍ଫୋରଣ: ପୁଅ ମୃତ, ବାପା ଓ ମାଆ ଗୁରୁତର
ଗଞ୍ଜାମ : ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁରରେ ବାଣ ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ଅଛନ୍ତି । ଘଟଣାସ୍ଥଳରେ ପୁଅର ମୃତ୍ୟୁ ଘଟିଥିଲାବେଳେ ବାପା ଓ ମାଆ ଗୁରୁତର ଥିବା ଜଣାପଡିଛି … Read More
