NEET UG ପରୀକ୍ଷା ପୂର୍ବରୁ NTAର ଅବହେଳା; ନାଗପୁର ଛାତ୍ର ଆବୁଧାବିରେ ଦେବେ ପରୀକ୍ଷା
ନୂଆଦିଲ୍ଲୀ: NEET UG ପୁନଃପରୀକ୍ଷା ଆସନ୍ତାକାଲି (ଜୁନ୍ ୨୧) ତାରିଖରେ ସାରା ଦେଶରେ ଗୋଟିଏ ସିଫ୍ଟରେ ଅନୁଷ୍ଠିତ ହେବ। ପରୀକ୍ଷା ପାଇଁ ଆଡମିଟ୍ କାର୍ଡ ମଧ୍ୟ ଜାରି କରାଯାଇଛି। ଏବେ ନାଗପୁରରୁ ଆଡମିଟ୍ କାର୍ଡରେ ଏକ ବଡ଼ ତ୍ରୁଟି ସାମ୍ନାକୁ ଆସିଛି। … Read More
