ପ୍ରକାଶ ପାଇଲା ଓଜେଇଇ ୨୦୨୬ ପରୀକ୍ଷା ଫଳ, ଚଳିତ ମାସ ତୃତୀୟ ସପ୍ତାହରୁ କାଉନସେଲିଂ
ଭୁବନେଶ୍ବର : ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ୨୦୨୬ର ଫଳାଫଳ । ଚଳିତ ବର୍ଷ ମୋଟ ୧ ଲକ୍ଷ୍ୟ ୦୩ ହଜାର ୪୩୪ ଜଣ ପରୀକ୍ଷାର୍ଥୀ ପଞ୍ଜୀକୃତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୨ ହଜାର ୬୨୮ ଜଣ … Read More
