ଭୁବନେଶ୍ୱରରେ ଖୋଲିବ ନ୍ୟାସନାଲ୍ ଗ୍ୟାଲେରୀ ଅଫ୍ ମଡର୍ଣ୍ଣ ଆର୍ଟ

ଭୁବନେଶ୍ବର: ନ୍ୟାସନାଲ୍ ଗ୍ୟାଲେରୀ ଅଫ୍ ମଡର୍ନ ଆର୍ଟ (NGMA)ର ଏକ ଶାଖା ଭୁବନେଶ୍ୱରରେ ଖୋଲିବାକୁ କେନ୍ଦ୍ରରୁ ଅନୁମୋଦନ ମିଳିଛି l ଏଥିପାଇଁ ଖର୍ଚ୍ଚ ହେବ ୬୩୦ କୋଟି । ସେପ୍ଟେମ୍ବର ୨୦୨୪ରେ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ … Read More

ପ୍ରମାଣପତ୍ର ବିଳମ୍ବ ଯୋଗୁଁ ନାମଲେଖାରୁ ବଞ୍ଚିତ ହେବେନି ଛାତ୍ରଛାତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ନାମଲେଖା ସମୟରେ ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ୍ ପାଇଁ ଆଉ ହଇରାଣ ହେବାକୁ ପଡ଼ିବ ନାହିଁ। ଆବଶ୍ୟକ ପ୍ରମାଣପତ୍ର ବିଳମ୍ବ ଯୋଗୁଁ କୌଣସି ଛାତ୍ରଛାତ୍ରୀ ଶିକ୍ଷାନୁଷ୍ଠାନରେ ନାମଲେଖାରୁ ବଞ୍ଚିତ ହେବେନି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ପଷ୍ଟ କରିଛନ୍ତି। ଯୁକ୍ତ ଦୁଇ … Read More

ହାତୀ ଆକ୍ରମଣରେ ଦୁଇ ମହିଳା ଗୁରୁତର

ଅନୁଗୋଳ: ଅନୁଗୋଳ ଜିଲ୍ଲା ବନ୍ତଳା ବନାଞ୍ଚଳ ଅନ୍ତର୍ଗତ ତଳଗଡ଼ ଗ୍ରାମରେ ଆଜି ଦିନ ଦ୍ବିପ୍ରହର ସମୟରେ ହାତୀ ଆକ୍ରମଣରେ ଦୁଇ ମହିଳା ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତି ହୋଇଛନ୍ତି। ଦୁଇ ଗୁରୁତର ମାନେ ହେଲେ … Read More

୧୭ ଦିନ ହେଲାଣି ଜୀବନ ସହ ଲଢେ଼ଇ କରୁଛି ୫ ବର୍ଷର ଶିଶୁ, ପଡୋଶୀ ମିଠାରେ ବିଷ ଦେଇଥିବା ଅଭିଯୋଗ

ସାଲେପୁର : ୫ ବର୍ଷର ଶିଶୁ ଦୀର୍ଘ ୧୭ ଦିନ ହେଲାଣି କଟକ ଶିଶୁଭାବନର icu ରୁ ଜୀବନ ସହ ଲଢେ଼ଇ କରୁଛି ।  ତାକୁ ମିଠାରେ ପଡୋଶୀ ବିଷ ଦେଇ ଦେଇଥିବା ଅଭିଯୋଗ ଆଣିଛନ୍ତି ତାର ଅଭିବାବକ ।  ଏଭଳି … Read More

ଯୁକ୍ତ ୨ ରେ ୮୫ ପ୍ରତିଶତ ମାର୍କ ରଖି ଛେଳି ଚରାଉଛନ୍ତି ଛାତ୍ର, ଆଗକୁ ପଢ଼ିବା ପାଇଁ ନାହିଁ ଅର୍ଥ

ବାଂଶପାଳ :  ଯୁକ୍ତ ୨ କଳାରେ ୮୫ ପ୍ରତିଶତ ମାର୍କ ରଖି ଛେଳି ଚରାଉଛନ୍ତି ଛାତ୍ର ।  ପର ଘରେ ମୂଲ ଲାଗି +୩ ଆଡମିସନ୍ ପାଇଁ ଅର୍ଥ ଯୋଗାଡ କରୁଛନ୍ତି ।  ହେଉଛି କେନ୍ଦୁଝର ଜିଲ୍ଲା ବଂଶପାଳ ବ୍ଲକ ନୟାକୋଟ … Read More

କଟକରେ କାଳବୈଶାଖୀ ତାଣ୍ଡବ, ମା’ କଟକଚଣ୍ଡୀ ମନ୍ଦିରରୁ ଖସିଲା ପଥର

କଟକ : କଟକରେ କାଳବୈଶାଖୀ ବର୍ଷା ସହ ଘଡଘଡି । ହ୍ରାସ ପାଇଲା ତାପମାତ୍ରା । ଗରମ ଗୁଳୁଗୁଳିରୁ ମିଳିଲା ଆସ୍ୱସ୍ତି ।  ଏପଟେ  ଝଡ ପବନରେ ମା’ କଟକଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ ଯୋଗୁ ମନ୍ଦିରରୁ ପଥର ଖସିଥିବା ଦେଖିବାକୁ ମିଳିଛି … Read More

ବିଦ୍ୟୁତ ସେବାରୁ ବଞ୍ଚିତ ହୋଇ ଥାନା ଅଧିକାରୀ ଓ ସରପଞ୍ଚଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଗ୍ରାମବାସୀ

ବାଲିଗୁଡା  : ଯନ୍ତ୍ରୀଙ୍କୁ ଛାଡିଦେଲା ପୋଲିସ, ତାତିଲେ ଲୋକ ।  କନ୍ଧମାଳ ଜିଲ୍ଲା ବେଲଘର ଥାନା ଅଧିକାରୀ ଓ ବେଲଘର ସରପଞ୍ଚଙ୍କୁ ପଞ୍ଚାୟତ କାର୍ଯ୍ୟାଳୟ ଭିତରେ ତାଲା ପକାଇ ରଖିଲେ ଗ୍ରାମବାସୀ ।  ମୁଡିବନ୍ଧ ବ୍ଲକ ବେଲଘର, ଝିରିପାଣି, ଗୁମା ଓ ବିଲାମାଳ … Read More

ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ବାପ-ଝିଅଙ୍କ ଜୀବନ

ସୋର : ମର୍ମନ୍ତୁଦ ଦୁର୍ଘଟଣା ।  ବାଇକକୁ ଧକ୍କାଦେଲା ଟ୍ରକ , ବାପ ଝିଅ ମୃତ  ।  ବାଲେଶ୍ବର ଜିଲ୍ଲା ସୋର ଏନଏଚ ୧୬ରେ ଉତ୍ତରେଶ୍ୱରରେ ଘଟିଛି ଭୟଙ୍କର ଦୁର୍ଘଟଣା ।  ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ଗାଁର ମନୋଜ ଦାସ … Read More

ବୁର୍ଲା ପାୱାର କେନାଲରେ ବୁଡି ଛାତ୍ର ନିଖୋଜ

ସମ୍ବଲପୁର : ବୁର୍ଲା ପାୱାର କେନାଲରେ ବୁଡି ଜଣେ ଛାତ୍ର ନିଖୋଜ  l  ଭୋଜି କରିବାକୁ ଆସି ଗଭୀର ପାଣିରେ ବୁଡ଼ିଗଲେ ଛାତ୍ର  l  ଛାତ୍ର ଜଣକ ସହପାଠୀଙ୍କ ସହ ଭୋଜି କରିବା ପାଈଁ 18 ହଜ଼ାରକୁ ଆସିଥିଲେ  l  ପାୱାର କେନାଲ … Read More

ରାଷ୍ଟ୍ରପତି ଭବନରେ ଅତିଥି ସାଜିଲେ ମା’ ବିରଜା ମନ୍ଦିର ସେବାୟତ

ଯାଜପୁର ଟାଉନ୍ : କଥା ଦେଇ କଥା ରଖିଲେ ମହାମହିମ ରାଷ୍ଟ୍ରପତି। ରାଷ୍ଟ୍ରପତି ଭବନକୁ ଡାକି ବକେୟା ପାଉଣା ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଭବନରେ ଅତିଥି ସାଜିଲେ  ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ଅଙ୍ଗଲାଗି ସେବାୟତ ପ୍ରତିନିଧି … Read More