ITDA ଯନ୍ତ୍ରୀଙ୍କ ବ୍ୟାଙ୍କ ଲକରରୁ ବାହାରିଲା ୨ କୋଟିର ନଗଦ କ୍ୟାସ
ଭୁବନେଶ୍ବର: ଯେତେ ଖୋଲିଲେ, ସେତେ ବାହାରୁଛି । କନ୍ଧମାଳ ବାଲିଗୁଡ଼ା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ କୁବେର ସାମ୍ରାଜ୍ୟ । ବ୍ୟାଙ୍କ ଲକରରୁ ବାହାରିଲା ୨ କୋଟିର ନଗଦ କ୍ୟାସ । ଠାବ ହୋଇଛି ୫ ମହଲା କୋଠା ଓ … Read More
