କୁମ୍ଭୀର ସହ ଲଢି ଜୀବନ ବଞ୍ଚାଇଲେ କ୍ଷମାନିଧି
ରାଜନଗର: ନଦୀରେ ଗାଧୋଇବା ବେଳେ ଆକ୍ରମଣ କଲା କୁମ୍ଭୀର । କୁମ୍ଭୀର ସହ ଲଢ଼ି ଜୀବନ ବଞ୍ଚାଇଲେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ବାଲିଚନ୍ଦ୍ରପୁର ଗାଁର କ୍ଷମାନିଧି ଦାସ । ବନବିଭଗ ପକ୍ଷରୁ ନିର୍ମାଣ ବ୍ରାହ୍ମଣୀ ନଦୀରେ ହୋଇଥିବା ଗାଧୁଆ ତୁଠରେ କ୍ଷମାନିଧି … Read More
