ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ରେଜଲ୍ଟ ,କୃତି ପରୀକ୍ଷାର୍ଥୀଙ୍କୁ ଶୁଭେଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଚଳିତବର୍ଷ ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ରେଜଲ୍ଟ। ଜେଇଇ (JEE Advanced) ଆଡ଼ଭାନ୍ସ ପରୀକ୍ଷାରେ ସମସ୍ତ କୃତୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଆପଣମାନଙ୍କର ଏହି ସଫଳତା କଠିନ ପରିଶ୍ରମ, ନିଷ୍ଠା … Read More
