ଶ୍ରୀମନ୍ଦିର ଛତିଶା ନିଯୋଗ ଓ ନୀତି ସବ କମିଟି ବୈଠକ, ଘୋଷଯାତ୍ରା ପାଇଁ ନୀତି ନିର୍ଘଣ୍ଟ
ପୁରୀ: ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ନୀତି ନିର୍ଘଣ୍ଟକୁ ମୋହର । ରଥଯାତ୍ରା ସହ ସ୍ନାନଯାତ୍ରା,ବାହୁଡ଼ା ଯାତ୍ରା ପାଇଁ ବି ନୀତି ନିର୍ଘଣ୍ଟକୁ ମୋହର । ଶ୍ରୀମନ୍ଦିର ଛତିଶା ନିଯୋଗ ଓ ନୀତି ସବ କମିଟି ବୈଠକରେ ମୋହର ବାଜିଛି । ସଅଳ ଦ୍ୱାର … Read More
