ମିଆଁମାରରେ ଭୟଙ୍କର ବିସ୍ଫୋରଣ, ୫୫ ମୃତ, ୧୦୦ ଆହତ
ବ୍ୟାଙ୍କକ୍ : ଉତ୍ତର-ପୂର୍ବ ମ୍ୟାଁମାରର ଏକ କୋଠାରେ ଭୟଙ୍କର ବିସ୍ଫୋରଣ ଘଟି ୫୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦୦ଜଣ ଆହତ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ ଶାନ ପ୍ରଦେଶ ଅନ୍ତର୍ଗତ ନାମହକାମ ସହରର କାଉଙ୍ଗଟୁପ୍ ଗାଁରେ ରବିବାର ଏହି ବିସ୍ଫୋରଣ ହୋଇଛି। … Read More
