ମଣିଷକୁ ଖାଇଗଲା ବାଘ, ଜଙ୍ଗଲରେ ପଡ଼ିଛି କ୍ଷତାକ୍ତ ଗୋଡ଼

କରଞ୍ଜିଆ: ମଣିଷକୁ ଖାଇଗଲା ମହାବଳ। ମୟୂରଭଞ୍ଜ କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରେ ପଡ଼ିଛି ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ଗୋଡ଼ । ମଣିଷର ଅଧା ଦେହକୁ ଖାଇ ବାଘ ଚାଲିଯାଇଥିବା ପାରିପାର୍ଶ୍ଵିକ ସ୍ଥିତିରୁ ସନ୍ଦେହ … Read More

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ଆଜିଠୁ ୮ ତାରିଖ ପର୍ଯ୍ୟନ୍ତ ନାମାଙ୍କନ

ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ବିଧାନସଭାରେ ନୋଟିସ ବୋର୍ଡରେ ଲାଗିଲା ବିଜ୍ଞପ୍ତି । ଆଜିଠାରୁ ୮ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ୯ ତାରିଖ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ … Read More

କଟକ ମାଛ ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ

କଟକ: କଟକ ପ୍ରେସଛକ ମାଛ ମାର୍କେଟ ଜଳିଗଲା । ରାତି ପ୍ରାୟ ୩ଟା ବେଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ପ୍ରେସଛକରେ ଥିବା ମାଛ ମାର୍କେଟ ପୋଡ଼ି ପାଉଁଶ ହୋଇଛି । ପାଖାପାଖି ୩୦ରୁ ଅଧିକ ଦୋକାନ ପୋଡ଼ିଯାଇଛି … Read More

ଶ୍ରୀମନ୍ଦିର ଛତିଶା ନିଯୋଗ ଓ ନୀତି ସବ କମିଟି ବୈଠକ, ଘୋଷଯାତ୍ରା ପାଇଁ ନୀତି ନିର୍ଘଣ୍ଟ

ପୁରୀ: ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ନୀତି ନିର୍ଘଣ୍ଟକୁ ମୋହର । ରଥଯାତ୍ରା ସହ ସ୍ନାନଯାତ୍ରା,ବାହୁଡ଼ା ଯାତ୍ରା ପାଇଁ ବି ନୀତି ନିର୍ଘଣ୍ଟକୁ ମୋହର । ଶ୍ରୀମନ୍ଦିର ଛତିଶା ନିଯୋଗ ଓ ନୀତି ସବ କମିଟି ବୈଠକରେ ମୋହର ବାଜିଛି । ସଅଳ ଦ୍ୱାର … Read More

ହାତୀକୁ ମାରି ପୋତି ଦେଲେ ଫାର୍ମ ହାଉସ୍‌ ମାଲିକ !

ଅନୁଗୁଳ : ଫାର୍ମ ହାଉସରେ ମାରି ପୋତି ଦିଆଯାଇଛି କି ହାତୀ ? ସାଇଣ୍ଟିଫିକ୍ ଟିମ୍ ଓ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସତ ବାହାର କରିବ ହିନ୍ଦୋଳ ବନବିଭାଗ । ହାତୀ ମାରି ପୋତିଦେବା ଘଟଣାରେ ଫାର୍ମ ମାଲିକ ପ୍ରମୋଦ କୁମାର ରାଜଙ୍କ ସମେତ … Read More

ଥାନାରେ ପୁଣି ଥାର୍ଡଡିଗ୍ରୀ, ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ

ବ୍ରହ୍ମପୁର : ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ । ଥାନାରେ ଯୁବକଙ୍କୁ ପିଟି ପିଟି ମାରିଦେଲେ । ଏଭଳି ଏକ ସାଂଘାତିକ୍ ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ପୋଲିସ୍ ବିରୋଧରେ । ମୃତ ଯୁବକ ହେଲେ ସୁଶାନ୍ତ କୁମାର … Read More

ଅନୁଗୁଳରେ ଦୁଇ ଜଣଙ୍କ ଜୀବନ ନେଲା ଦନ୍ତା

ଅନୁଗୁଳ: ହାତୀ ନେଲା ୨ ଜୀବନ । ଅନୁଗୁଳରେ ହାତୀ ଆତଙ୍କ। ଅନୁଗୁଳ ବନାଞ୍ଚଳ ଅଧୀନସ୍ଥ ମୂଷାପାପୁଲି ଗାଁରେ ଜଣେ ବୃଦ୍ଧଙ୍କ ମଣ୍ଡକୁ ଦଳିଦେଲା ଦନ୍ତା । ମୃତକ ହେଲେ ୬୫ ବର୍ଷିୟ ଗନ୍ଧର୍ବ ସାହୁ । ସକାଳ ସାଢ଼େ ୬ଟା ବେଳେ … Read More