୩ ମାସ ଭିତରେ ୫ହଜାର ନର୍ସିଂ ପଦବୀ ପୂରଣ ହେବ : ସ୍ୱାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର : ୩ ମାସ ଭିତରେ ପୂରଣ ହେବ ୫ହଜାର ନର୍ସିଂ ପଦବୀ । ଖୁବଶ୍ରୀଘ୍ର ପ୍ରକାଶ ପାଇବ ବିଜ୍ଞପ୍ତି । ଏହା ସହ ମେଡିକାଲ କ୍ଷେତ୍ରରେ ଅନ୍ୟ ୫ହଜାର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ମେଡିକାଲ କ୍ଷେତ୍ରକୁ ବ୍ୟବସ୍ଥିତ … Read More
