ଏଲଓପି ନିଯୁକ୍ତିକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହେବ ଟିଏମସି

କଲକାତା: ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା (ଏଲଓପି) ନିଯୁକ୍ତିକୁ ଚାଲେଞ୍ଜ କରି ତୃଣମୂଳ କଂଗ୍ରେସ (ଟିଏମସି) ହାଇକୋର୍ଟଙ୍କ ଦ୍ବାରସ୍ଥ ହେବାକୁ ଯୋଜନା କରିଛି। ଟିଏମସିର ବହିଷ୍କୃତ ନେତା ଋତବ୍ରତ ବାନାର୍ଜୀଙ୍କୁ ଏଲଓପି ଭାବେ ନିଯୁକ୍ତି ଦେବା ନେଇ ବାଚସ୍ପତି ରଥୀନ୍ଦ୍ର … Read More

ମଣିପୁରରେ ପୁଣି ହିଂସା; ୩ ମୃତ

ଇମ୍ଫାଲ: ମଣିପୁରର କାଙ୍ଗପୋକପି ଜିଲାରେ ଶୁକ୍ରବାର ଭୋର ସମୟରେ ପୁଣି ଥରେ ରକ୍ତପାତ ଦେଖିବାକୁ ମିଳିଛି। ନ୍ୟୁ କେଥେଲମାନବି ଅଞ୍ଚଳ ଅଧୀନରେ ଥିବା ଲୋଇବୋଲ୍ ଗ୍ରାମ ଉପରେ କିଛି ଅଜ୍ଞାତ ସଶସ୍ତ୍ର ଆକ୍ରମଣକାରୀଙ୍କୁ ଗୁଳିମାଡ଼ରେ ୩ ଜଣ ଗ୍ରାମବାସୀଙ୍କର ମୃତ୍ୟୁ ଘଟିଛି … Read More

ଇଣ୍ଡି ମେଣ୍ଟରେ ଫାଟ: ଜୁନ୍‌ ୮ରେ କଂଗ୍ରେସ ଡାକିଥିବା ବୈଠକରେ ଯୋଗ ଦେବନି ସିପିଆଇଏମ୍‌ ଓ ଜେଏମ୍‌ଏମ୍‌

ନୂଆଦିଲ୍ଲୀ: ଜୁନ୍ ୮ ତାରିଖରେ କଂଗ୍ରେସ ଦ୍ୱାରା ଡକାଯାଇଥିବା ଇଣ୍ଡି ମେଣ୍ଟ ବୈଠକକୁ ଡିଏମକେ ପ୍ରତ୍ୟାଖ୍ୟାନ କରିବାର କିଛି ଦିନ ପରେ, ବିରୋଧୀ ମେଣ୍ଟରେ ନୂତନ ଫାଟ ଦେଖାଦେଇଛି। ସିପିଆଇ(ଏମ୍) ଓ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ୍) କଂଗ୍ରେସ ନେତୃତ୍ୱଙ୍କ କାର୍ଯ୍ୟଶୈଳୀ ଉପରେ … Read More

ବାଇକ-କାର୍ ଧକ୍କାରେ ୫ ମୃତ

ଗୁଜରାଟ : ମୋରବିର ହଲବଦ ଅଞ୍ଚଳରେ ଚରାଡବା ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ଜୀବନ ଚାଲିଯାଇଛି । ବାଇକରେ ଥିବା ଜଣେ ଘଟଣାରେ ଗୁରୁତର ରହିଛନ୍ତି । ଖବର ମୁତାବକ, ସଡ଼କ ଦୁର୍ଘଟଣାରେ କାରରେ ଥିବା ୭ ଜଣ … Read More

ପଶ୍ଚିମବଙ୍ଗରେ ଚାଲିବ ବୁଲେଟ୍‌ ଟ୍ରେନ୍‌ : ଘୋଷଣା କଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

କୋଲକାତା:  ପଶ୍ଚିମବଙ୍ଗ ରେ ଚାଲିବ ବୁଲେଟ ଟ୍ରେନ୍‌। ଶନିବାର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପଶ୍ଚିମବଙ୍ଗରେ ରେଳ ଭିତ୍ତିଭୂମି ଘୋଷଣା କରିବା ସମୟରେ ଏହି ଘୋଷଣା କରିଛନ୍ତି। ଭାରତର ଉତ୍ତର ପୂର୍ବର ଦ୍ବାର ପଥ ସିଲିଗୁଡ଼ିରୁ ଦିଲ୍ଲୀକୁ ବୁଲେଟ୍‌ ଟ୍ରେନ୍‌ ସେବା ଆରମ୍ଭ କରିବାକୁ … Read More

ପିକ୍ଅପ୍-ଟ୍ରକ ମୁହାଁମୁହିଁ ଧକ୍କା, ୮ ମୃତ, ୧୫ ଗୁରୁତର

ପଞ୍ଜାବ : ପଞ୍ଜାବ ଫିରୋଜପୁର ଫାଜିଲ୍କା ରୋଡରେ ଟ୍ରକ ଏବଂ ପିକଅପ୍ ଧକ୍କା ହେବା ଯୋଗୁଁ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି । ଆହତଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କୁ ସ୍ଥାନୀୟ ହସପିଟାଲରେ ଭର୍ତ୍ତି … Read More

ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ

ନୂଆଦିଲ୍ଲୀ:ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ। ଦିଲ୍ଲୀର ଯନ୍ତରମନ୍ତରରୁ ଶୁଭିଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି। ଯନ୍ତରମନ୍ତରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରି ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କରିଛି କକ୍ରୋଚ ଜନତା ପାର୍ଟି। ପୋଲିସର ହାଇ-ଆଲର୍ଟ ଘୋଷଣା।।  ଦେଶର … Read More

କୁଏତ ଉପରେ ଇରାନର ମିସାଇଲ ଓ ଡ୍ରୋନ୍ ଆକ୍ରମଣ

ନୂଆଦିଲ୍ଲୀ: ଗଲ୍ଫ ଅଞ୍ଚଳରେ ଦିନକୁ ଦିନ ବଢ଼ୁଛି ଉତ୍ତେଜନା । ଆଜି ଭୋରରୁ କୁଏତବାସୀ ଆଖି ଖୋଲିବା ପୂର୍ବରୁ ପୁଣି ବଡ଼ ବିପଦର ସାମ୍ନା କରିଛନ୍ତି । କୁଏତ ଆକାଶରେ ଇରାନର ଶକ୍ତିଶାଳୀ ମିସାଇଲ୍ ଏବଂ ଡ୍ରୋନ୍ ବାହିନୀ ପୁଣି ଥରେ ଆକ୍ରମଣ … Read More

ଉଦଘାଟନର ୧୭ଦିନ ପରେ ବି ଖୋଲୁନି ରବି ମଣ୍ଡି ; ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲେ ଚାଷୀ

ନୂଆପଡା : ନୂଆପଡ଼ା ଜିଲ୍ଲାରେ ଜିଲାରେ ଗତ ମେ ମାସ ୨୦ତାରିଖରୁ ରବି ମଣ୍ଡି ଉଦ୍ଘାଟନ ହୋଇ ଥିଲେ ମଧ୍ୟ ଆଜକୁ ୧୭ଦିନ ପରେ ମଧ୍ୟ ଜିଲ୍ଲାରେ କୌଣସି ମଣ୍ଡି ଖୋଲି ପାରି ନାହିଁ।ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଚାପା ଉତ୍ତେଜନା … Read More

ଜେଲରୁ ଫେରି ପୁଣି ଚାକିରିରେ ଯୋଗ ଦେଲେ ଆଇଏଏସ ଧିମାନ ଚକମା

ଭୁବନେଶ୍ୱର : ଜେଲରୁ ଫେରିବା ପରେ ପୁଣି ଚାକିରିରେ ଯୋଗ ଦେଲେ ଆଇଏଏସ ଧିମାନ ଚକମା। ରାଜସ୍ୱ ବିଭାଗର ଉପ ସଚିବ ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି। ୨୦୨୧ ବ୍ୟାଚର ଏହି ଆଇଏଏସ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। କଳାହାଣ୍ଡି … Read More