ଶାଢି ବଣ୍ଡଲ ତଳେ ଲୁଚିଥିଲେ ଟିଏମସି ନେତା, ଗିରଫ କଲା ପୋଲିସ
କୋଲକତା : ପଶ୍ଚିମବଙ୍ଗ ହାୱଡାରେ ଟିଏମସି ନେତାଙ୍କୁ ଗିରଫ କରିଛି ପୋଲିସ । ଗିରଫ କରିବା ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରଲ ହେବାରେ ଲାଗିଛି । ପୋଲିସକୁ ଚକମା ଦେବାକୁ ଟିଏମସି ନେତା ଏକ କପଡା ଦୋକାନର ଷ୍ଟୋରରୁମରେ ଶାଢି ବିଢା … Read More
