ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଘୋଷଣା, ସୋସିଆଲ ମିଡିଆ ବ୍ୟବହାର କରିବେନି ୧୬ ବର୍ଷରୁ କମ ବୟସର ପିଲା
ଲଣ୍ଡନ : ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା । ପିଲାମାନଙ୍କ ମାନସିକ ଏବଂ ସାମାଜିକ ସୁସ୍ଥତା ସମ୍ପର୍କକୁ ଧ୍ୟାନରେ ରଖି ୟୁକେ ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମର୍ ଘୋଷଣା କରିଛନ୍ତି ଯେ, ୧୬ … Read More
