ସୋମନାଥ ସ୍ୱାଭିମାନ ଯାତ୍ରା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଜ୍ୟୋତିର୍ଲିଙ୍ଗ ଦର୍ଶନ କରିବେ ୧୧୦୦ରୁ ଅଧିକ ଶ୍ରଦ୍ଧାଳୁ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ସ୍ୱତନ୍ତ୍ର “ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬” ।  ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୧୧୦୦ରୁ ଅଧିକ ଶ୍ରଦ୍ଧାଳୁ ଗୁଜୁରାଟସ୍ଥିତ ପ୍ରସିଦ୍ଧ ସୋମନାଥ ଜ୍ୟୋତିର୍ଲିଙ୍ଗ ଦର୍ଶନ ପାଇଁ ଏକ ସ୍ୱତନ୍ତ୍ର … Read More

ପ୍ରଧାନମନ୍ତ୍ରୀଙ୍କ ଦିନିକିଆ ଓଡ଼ିଶା ଗସ୍ତର ସୂଚୀ, ପୂର୍ବାହ୍ନ ୧୧ଟା ୫ରେ ପାହାଡ଼ପୁର ହେଲିପ୍ୟାଡରେ ଓହ୍ଲାଇବେ

ଭୁବନେଶ୍ୱର : ଆସିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦିନିକିଆ ଓଡ଼ିଶା ଗସ୍ତ ସୂଚୀ ।  ୨୦ ତାରିଖ ପୂର୍ବାହ୍ନ ୧୧ଟା ୫ରେ ପାହାଡ଼ପୁର ହେଲିପ୍ୟାଡ୍ ରେ ଓହ୍ଲାଇବେ ।  ୧୧ଟା ୧୫ରେ ଗୋଷାଣୀ ପୀଠରେ ପହଞ୍ଚିବେ ।  ଘଣ୍ଟାଏ ପାହାଡ଼ପୁରରେ ରହିବେ ।  … Read More

ନାବାଳିକାଙ୍କୁ ଦୁଷ୍କର୍ମ, ୩ ଅଟକ

ରାଇରଙ୍ଗପୁର :  ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା ।  ଜଣେ ନାବାଳିକାଙ୍କ ଦୁଷ୍କର୍ମ ଅଭିଯୋଗ ଆଣିଛନ୍ତି ପରିବାର ଲୋକେ ।  ଅଭିଯୋଗ ମୁତାବକ, ଦୁଇ ଭଉଣୀ ଗାଁ ପୋଖରୀକୁ ଶୌଚ ହେବା ପାଇଁ … Read More

ପରକୀୟା ପ୍ରୀତିରୁ ଅପହରଣ ପରେ ଯୁବକଙ୍କୁ ହତ୍ୟା

ନୀଳଗିରି : ପୁଣି ଜୀବନ ନେଲା ପରକୀୟା ପ୍ରୀତି ।  ଅପହରଣ ପରେ ଯୁବକଙ୍କୁ ହତ୍ୟା ।  ମାଟିତଳେ ପୋତିଦେଲା ଅଭିଯୁକ୍ତ ।  ୨୦ ଦିନ ପରେ ମିଳିଲା ମୃତଦେହ ।  ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ ଜାମୁନା ଗାଁର ଘଟଣା ।  … Read More

ଯୁବତୀଙ୍କୁ ହତ୍ୟା କରି ପୋଡ଼ିଦେଲା ପ୍ରେମିକ, ଦୁଇ ଗିରଫ

ଯୋଡ଼ା : ବଡ଼ବିଲ ଝାଡଗାଁରେ ପ୍ରେମିକାକୁ ହତ୍ୟା କରି ଜଙ୍ଗଲରେ ପୋତିବା ଘଟଣାରେ ଦୁଇ ଗିରଫ। ମୁଖ୍ୟ ଅଭିଯୁକ୍ତ ସଂଗ୍ରାମର ୨ ସହଯୋଗୀଙ୍କୁ ଗିରଫ କରିଛି ବଡ଼ବିଲ ପୋଲିସ । ଘଟଣାରେ ବ୍ୟବହୃତ ବାଇକ ଜବତ ହୋଇଛି। ଗିରଫ ଦୁଇ ଅଭିଯୁକ୍ତ ହେଉଛନ୍ତି … Read More

ସରିଲା ଖରାଛୁଟି, ୧୮ରୁ ଖୋଲିବ ସ୍କୁଲ

ଭୁବନେଶ୍ୱର : ସରିଲା ପିଲାଙ୍କ ଖରାଛୁଟି । ଖୁବଶୀଘ୍ର ସ୍କୁଲ ଖୋଲିବାକୁ ଯାଉଛି । ଆସନ୍ତା ଜୁନ୧୮ରୁ ଖୋଲିବ ସ୍କୁଲ। ରାଜ୍ୟରେ ଏବେ ଗ୍ରୀଷ୍ମ ଛୁଟି ଅବଧି ବଢ଼ିବ ନାହିଁ ସୂଚନା ମିଳିଛି । ରାଜ୍ୟରେ ୧୮ ତାରିଖରୁ ଖୋଲିବ ସମସ୍ତ ସ୍କୁଲ। … Read More

ପଥର ଖାଦାନରେ ବୁଡିଗଲା ପୁଅ, ଉଦ୍ଧାର ପାଇଁ ରାସ୍ତାରୋକ

ଆନନ୍ଦପୁର : ପଥର ଖାଦାନରେ ବୁଡିଗଲା ପୁଅ । ଏଯାବତ ହୋଇପାରୁନି ଉଦ୍ଧାର। ପରିବାର ଲୋକଙ୍କ ଦ୍ୱାରା ଜାତୀୟ ରାଜପଥ ଅବରୋଧ ହୋଇଛି । ଗତକାଲି ପ୍ରଥମ ରଜରେ ଘସିପୁରା ଥାନା ଖାଳିଆମେଣ୍ଟା ଗାଁର ଯୁବକ ନିହାର ରଞ୍ଜନ ବେହେରା ଓ ତାଙ୍କ … Read More

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ କମିଛି ଗ୍ରୀଷ୍ମପ୍ରବାହ, ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଉପକୂଳ ଓଡ଼ିଶାର କିଛି ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଥିବାବେଳେ ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ଫଳରେ ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ଗ୍ରୀଷ୍ମପ୍ରବାହ କମିଛି । ୨୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ … Read More

ପ୍ରେମ ପାଇଁ ଯୁବକଙ୍କୁ ଗୁଳି କରି ହତ୍ୟା

ନୟାଗଡ : ପ୍ରେମ ପାଇଁ ଗୁଳିକାଣ୍ଡ । ନୟାଗଡ଼ ଗଣିଆ ବ୍ଲକ ପାଣ୍ଡରାସିଙ୍ଗା ଛକରେ ଯୁବକଙ୍କୁ ଗୁଳିକରି ହତ୍ୟା । ମୃତକ ହେଲେ ପତୁରିଆଗାଁର ରବୀନ୍ଦ୍ର କୁମାର ନାୟକ । ରବୀନ୍ଦ୍ର ନିଜ ଗ୍ୟାରେଜରେ ବସିଥିବା ବେଳେ, କାରରେ କିଛି ଦୁର୍ବୃତ୍ତ ଆସି … Read More

ନାଳରୁ ୧୬ ଫୁଟର କୁମ୍ଭୀର ଉଦ୍ଧାର

ରାଜନଗର: ନାଳରୁ ଉଦ୍ଧାର ହେଲା ୧୬ ଫୁଟର କୁମ୍ଭୀର। ଏଭଳି ଘଟଣା ଘଟିଛି ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ। ଏହି ପାଣି ନାଳଟି ବ୍ରାହ୍ମଣୀ ନଦୀ ସହ ସଂଯୋଗ କରୁଥିବାରୁ କୁମ୍ଭୀରଟି … Read More