ଶାନ୍ତିି ଚୁକ୍ତି ପୂର୍ବରୁ ଇରାନକୁ ଡୋନାଲ୍ଡ ଟ୍ରମ୍ପଙ୍କ ଧମକ

ୱାଶିଂଟନ : ଶାନ୍ତିି ଚୁକ୍ତି ପୂର୍ବରୁ ଇରାନକୁ ଧମକାଇଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ଅବସାନ ପାଇଁ ଉଭୟ ଦେଶ ମଧ୍ୟରେ ଏକ ଚୁକ୍ତି ସ୍ବାକ୍ଷର ହେବାକୁ ଥିବା ବେଳେ ଏହା ଉପରେ ବିଶ୍ବବାସୀଙ୍କ … Read More

ଖୁବ୍‌ଶୀଘ୍ର କେନ୍ଦ୍ର ମନ୍ତ୍ରିମଣ୍ଡଳ ଅଦଳବଦଳ !

ନୂଆଦିଲ୍ଲୀ : କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଅଦଳବଦଳ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଜନା କରୁଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। କିଛିଦିନ ହେବ ବିଜେପି ସାଂଗଠନିକ ସ୍ତରରେ ପରିବର୍ତ୍ତନ ଓ ରାଜ୍ୟସଭା ଆସନ ନିମନ୍ତେ ନାମାଙ୍କନପତ୍ର ଦାଖଲ ଏହି ଚର୍ଚ୍ଚାକୁ ଖୋରାକ୍‌ … Read More

ପାଟନାରେ ବଦଳିବ ପ୍ରସ୍ତାବିତ ଟାଉନସିପର ନାମ, ଘୋଷଣା କଲେ ବିହାର ମୁଖ୍ୟମନ୍ତ୍ରୀ

ବିହାର : ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଏକ ବଡ଼ ଘୋଷଣା କରିଛନ୍ତି । ବିହାରର ରାଜଧାନୀ ପାଟନାରେ ପ୍ରସ୍ତାବିତ ଟାଉନଶିପ୍‌ର ନାମ ଏବେ ପାଟଳିପୁତ୍ର ହେବ । ସହଯୋଗ ଶିବିର ସମୟରେ ଫୁଲୱାରୀ ଶରିଫର ନଦିୟାୱାଁରେ ଲୋକମାନଙ୍କୁ ସମ୍ବୋଧନ କରି ସେ … Read More

ସରକାରଙ୍କ ଅସ୍ଥାୟୀ ବ୍ୟାନ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ , ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲା ଟେଲିଗ୍ରାମ

ନୂଆଦିଲ୍ଲୀ : ନିଟ୍ ପରୀକ୍ଷା ପୂର୍ବରୁ କୋର୍ଟରେ ପହଞ୍ଚିଲା ଟେଲିଗ୍ରାମ୍ । ସରକାରଙ୍କ ଅସ୍ଥାୟୀ ବ୍ୟାନ ନିଷ୍ପତ୍ତିକୁ ଟେଲିଗ୍ରାମର ଚ୍ୟାଲେଞ୍ଜ । ନିଟ୍-ୟୁଜି ପୁନଃ ପରୀକ୍ଷାର କିଛିଦିନ ପୂର୍ବରୁ କେନ୍ଦ୍ର ସରକାରଙ୍କ ଦ୍ୱାରା ଲଗାଯାଇଥିବା ସାମୟିକ ବ୍ୟାନକୁ ଚ୍ୟାଲେଞ୍ଜ କରି ଦିଲ୍ଲୀ ହାଇକୋର୍ଟଙ୍କ … Read More

୬ ମାସ ଲିଭ-ଇନରେ ରହିବା ପରେ ପ୍ରେମିକାକୁ ହତ୍ୟା କଲା ପ୍ରେମିକ

ବେଙ୍ଗାଲୁରୁ : କାଳ ସାଜିଲା ଇନଷ୍ଟାଗ୍ରାମ ପ୍ରେମ । ୬ ମାସର ଲିଭ-ଇନ-ରିଲେସନସିପ ଆଉ ତା’ପରେ ହତ୍ୟା । ଏମିତି ଘଟଣା ବେଙ୍ଗାଲୁରୁରେ ଘଟିଛି । ମଲ୍ଲେଶ୍ବରମ ଅଞ୍ଚଳରେ ୨୭ ବର୍ଷୀୟ ଯୁବକ ନିଜର ୨୦ ବର୍ଷୀୟ ଲିଭ-ଇନ ପାର୍ଟନରକୁ ହତ୍ୟା କରିଛି … Read More

ଟ୍ରକରୁ ଧକ୍କା ଦେଲା ବସ୍, ୬ ମୃତ, ୨୦ ଆହତ

ଭଡୋଦରା: ଗୁଜରାଟର ଭଡୋଦରା-ଜରୋଦ୍ ରାସ୍ତାରେ ବୁଧବାର ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । କୋଟାମ୍ବି ଗାଁ ନିକଟରେ ହାଇୱେରେ ଏକ ବସ୍ ସହିତ ଟ୍ରକ୍ ଧକ୍କା ହୋଇଛି । ଘଟଣାସ୍ଥଳରେ ୬ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ବସରେ ଥିବା … Read More

ଜି-୭ ଶିଖର ସମ୍ମିଳନୀରେ ଭାରତୀୟ ନାବିକଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ ଉଠାଇଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦ୍ବିପାକ୍ଷିକ ବୈଠକରେ ଆଲୋଚନା କରିଛନ୍ତି। ଏହି ବହୁ ପ୍ରତୀକ୍ଷତ ସାକ୍ଷାତ ସମୟରେ ଦୁଇ ନେତା ଉଭୟ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ କଥାବାର୍ତ୍ତା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି-୭ ଶିଖର … Read More

ଉଦ୍ଧବ ଠାକ୍‌ରେଙ୍କୁ ଝଟ୍‌କା: ଏକନାଥଙ୍କୁ ସମର୍ଥନ ଘୋଷଣା କଲେ ୬ ସାଂସଦ

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ମହାଡ୍ରାମା। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି)କୁ ବଡ଼ ଝଟ୍‌କା ଲାଗିଛି। ଡେପୁଟି ସିଏମ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନାକୁ ଦଳର ୬ ଜଣ ସାଂସଦ ସମର୍ଥନ ଜଣାଇଛନ୍ତି। ଏକନାଥ ସିନ୍ଦେରେ ଯୋଗଦେବାକୁ ଥିବା … Read More

ଉପବାଚସ୍ପତିଙ୍କ ଦସ୍ତଖତ ନକଲ କରି ବନ୍ଧା ହେଲେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର : ମହଙ୍ଗା ପଡ଼ିଲା ଉପବାଚସ୍ପତିଙ୍କ ଦସ୍ତଖତ ନକଲ କରି ବଦଳି ଆଦେଶ ହାତେଇବା ।  କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମଣ ହେମ୍ବ୍ରମଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ୍। ଅନ୍ୟ ଜଣେ ବାଂଶପାଳ ବ୍ଲକର ପଞ୍ଚାୟତିରାଜ ଓ … Read More

ହାତୀ ଆକ୍ରମଣରେ ଯୁବକ ମୃତ

କଦଳୀଗଡ : ରେଢ଼ାଖୋଲ ବନଖଣ୍ଡ ବଡବାହାଳ ରେଞ୍ଜ ଅନ୍ତର୍ଗତ ରେଢାଖୋଲ ଥାନା ସାନ ନୂଆପଡା ଗାଁ ପୀଢ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକ ହାତୀ ଆକ୍ରମଣର ଶିକାର ହୋଇ ମୃତ୍ୟୁବରଣ କରିଛନ୍ତି। ମୃତ ଯୁବକ ଜଣକ ଅନୁଗୁଳ ଜିଲା … Read More