ଜୀବନ ହାରିଲେ ଏମସ ଡାକ୍ତରାଣୀ, ତଦନ୍ତ କରୁଛି ପୋଲିସ

ଭୁବନେଶ୍ୱର : ପେଟ ରୋଗ ପାଇଁ ଜୀବନ ହାରିଲେ କି ଏମସ ଡାକ୍ତରାଣୀ  ?  ଏମସର ଜୁନିଅର ରେସିଡେଣ୍ଟ ଡାକ୍ତର ଦିବ୍ୟା ଭି. କିଛି ଦିନ ହେଲା ମାନସିକ ଅବସାଦରେ ଥିଲେ । ତାଙ୍କର ସ୍ବାସ୍ଥ୍ୟଗତ ସମସ୍ୟା ଥିଲା । ପେଟ ରୋଗରେ … Read More

ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗ: ତୁରନ୍ତ ତ୍ରୁଟି ସୁଧାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ରେ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି ।  ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ … Read More

ଶୀତଳ ଷଷ୍ଠୀ ପାଇଁ ୨୦ରେ ସମ୍ବଲପୁରରେ ସମସ୍ତ ସରକାରୀ ଅଫିସ୍ ସହ ସ୍କୁଲ ଛୁଟି

ସମ୍ବଲପୁର: ଶୀତଳ ଷଷ୍ଠୀ ପାଇଁ ୨୦ରେ ସମ୍ବଲପୁରରେ ଛୁଟି । ଆସନ୍ତା ୨୦ ତାରିଖରେ ସମ୍ବଲପୁରର ସମସ୍ତ ସରକାରୀ ଅଫିସ୍ ସହ ସ୍କୁଲ ଛୁଟି ରହିବ । ଛୁଟି ଘୋଷଣା କଲେ ଉତ୍ତରାଞ୍ଚଳ ରାଜସ୍ବ କମିଶନ । କିନ୍ତୁ ଜିଲ୍ଲାର ଅନ୍ୟ ଅଞ୍ଚଳରେ … Read More

ରେଲଓ୍ବେ ଚାକିରି କରାଇ ଦେବା ନାଁରେ ଠକେଇ, ବାପ-ଝିଅ ଗିରଫ

ଭୁବେନଶ୍ବର: ରେଲୱେରେ ଚାକିରି ଦେବା ନାଁରେ ଠକେଇ । ୨୦ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବାପ ଝିଅ ଗିରଫ । ଭୁବେନଶ୍ବର ୧ନମ୍ବର ହାଟରୁ ଗିରଫ କଲା କମିଶନରେଟ୍ ପୋଲିସ୍ । ଗିରଫ ଅଭିଯୁକ୍ତମାନେ ହେଲେ ବାପା ବିଦ୍ୟାଧର ଦାସ ଓ ଝିଅ … Read More

ପିଲା ଚୋର ସନ୍ଦେହରେ ଯୁବକ-ଯୁବତୀଙ୍କୁ ଆକ୍ରମଣ

ରାୟଗଡ଼ା: ପିଲା ଚୋର ସନ୍ଦେହରେ ଜଣେ ଯୁବତୀ ଓ ଅନ୍ୟ ଜଣେ ଯୁବକଙ୍କୁ ଆକ୍ରମଣ କରାଯାଇଛି । ଏକ୍ସପୋଜର୍ ଭିଜିଟ୍ ସାରି ଫେରୁଥିବା ବେଳେ ୨ଜଣଙ୍କୁ ଆକ୍ରମଣ ହୋଇଛି । ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ ଇନ୍ତାଲିଗୁଡ଼ା ନିକଟରେ ଏହି ଘଟଣା … Read More

ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ, ଡାକ୍ତରଖାନାରେ ଉତ୍ତେଜନା

ମାଲକାନଗିରି : ଡାକ୍ତରଙ୍କ ଚିକିତ୍ସା ଅଭାବରୁ ରୋଗୀ ମୃତ୍ୟୁ ଅଭିଯୋଗ । ପ୍ରତିବାଦରେ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା । ୮ମାସର ପ୍ରସୂତୀଙ୍କ ମୃତ୍ୟୁକୁ ନେଇ ଡାକ୍ତରଙ୍କୁ ଆକ୍ରମଣ କରିଛନ୍ତି ଲୋକ । ମୃତ ମହିଳା ହେଲେ ବନ୍ଦନା ମଣ୍ଡଳ । … Read More

ଯୁବକଙ୍କୁ ହତ୍ୟା କରି କେନାଲ ପଠାରେ ଫିଙ୍ଗିଦେଲେ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ପାହାଳ ଥାନା ଭୀମପୁରରେ ହତ୍ୟାକାଣ୍ଡ । ଯୁବକଙ୍କୁ ହତ୍ୟା କରି ଭୀମପୁର କେନାଲ ପଠାରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ମୃତ ଯୁବକ ପାହାଳ ଥାନା ଅନନ୍ତପୁର ଗାଁର ପ୍ରଭାତ ବେହେରା । ପ୍ରଭାତଙ୍କ ମୁଣ୍ଡ ଓ ମୁହଁରେ ଏକାଧିକ … Read More

ବିଦ୍ୟୁତ ଆଘାତରେ ଦୁଇ ଯାଆ ମୃତ

ହିନ୍ଦୋଳ : ବିଦ୍ୟୁତ ଆଘାତରେ ଦୁଇ ଯାଆ ମୃତ l ମୃତକ ହିନ୍ଦୋଳ ବ୍ଲକ ବାଲିମି ଥାନା ରଞ୍ଜାଗୋଳ ଗ୍ରାମର ମନୀଷା ଦେହୁରୀ ଏବଂ ରଞ୍ଜୁ ଦେହୁରୀ  l ଉଭୟେ ଭୋର ସମୟରେ ବାଡ଼ି ପଟକୁ ଯିବା ସମୟରେ ତଳେ ପଡ଼ିଥିବା ବିଦ୍ୟୁତ … Read More

ଅନୁଗୋଳରେ ୨୨ ଓ ସୁବର୍ଣ୍ଣପୁରରେ ୨୦ ପର୍ଯ୍ୟନ୍ତ ବଢ଼ିଲା ଗ୍ରୀଷ୍ମଛୁଟି ଅବଧି

ଭୁବନେଶ୍ବର : ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ ଖୋଲିବାକୁ ଥିବା ବେଳେ ଅନୁଗୋଳ ଜିଲ୍ଲାରେ ୨୨ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମଛୁଟିକୁ ବଢ଼ାଇ ଦିଆଯାଇଛି।ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଜୁନ ୨୨ ତାରିଖ … Read More

୯୫ ବର୍ଷୀୟା ମା’ଙ୍କୁ ଜଙ୍ଗଲରେ ଛାଡିଲା ପୁଅ

ମୟୂରଭଞ୍ଜ: ଜନ୍ମ ଦେଇଥିବା ମାଆକୁ ଜଙ୍ଗଲରେ ଛାଡିଦେଲା ପୁଅ । ପୁଅ  ଭୁଲି ଗଲା ମା’ର ମମତା । ୯୫ ବର୍ଷୀୟା ବୃଦ୍ଧା ମା’ର ଯତ୍ନ ନେବା ବଦଳରେ ପୁଅ ତାଙ୍କୁ ନେଇ ଜଙ୍ଗଲରେ ଛାଡ଼ି ଦେଇଛି। ଏଭଳି ଅଭାବନୀୟ ଘଟଣା … Read More