ଡାକ୍ତରଙ୍କ ଦୀର୍ଘକାଳୀନ ଅନୁପସ୍ଥିତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର: ଡାକ୍ତରମାନଙ୍କର ଦୀର୍ଘକାଳୀନ ଅନୁପସ୍ଥିତି ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଶାର ବିଭିନ୍ନ ଡାକ୍ତରଖାନାରେ ୧୨୮ ଜଣ ମେଡିକାଲ ଅଫିସର ଓ ଡେଣ୍ଟାଲ ସର୍ଜନ ଦୀର୍ଘ ୫ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟରେ ଅନୁପସ୍ଥିତ ରହିଛନ୍ତି … Read More
