ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କ ବିରୋଧରେ ମାମଲା
ବ୍ରହ୍ମପୁର : ଗଞ୍ଜାମ ଗୋଳନ୍ଥରା ଥାନା ଗାନ୍ଧୀ କଲେଜରେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ପୁରୁଷ ବନ୍ଧୁଙ୍କ ନାଁରେ ମାମଲା ରୁଜୁ । ମୃତ ଛାତ୍ରୀ ସ୍ମୃତିଙ୍କ ପୁରୁଷ ବନ୍ଧୁ ବିଶ୍ବଜିତ ଜେନାଙ୍କ ନାଁରେ ଗୋଳନ୍ଥରା ଥାନାରେ ମାମଲା ରୁଜୁ ହୋଇଛି … Read More
