ସରିଲା ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା

ବର୍ଗେନଷ୍ଟକ: ସ୍ବିଜରଲ୍ୟାଣ୍ଡର ବର୍ଗେନଷ୍ଟକରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି ପ୍ରତିଷ୍ଠା କରିବାକୁ ରାଜି ହୋଇଛନ୍ତି। ଏହି ଆଲୋଚନା ନେଇ ପାକିସ୍ତାନ ଏବଂ କାତାର … Read More

ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଆନ, ସରିଲା ରାଜ୍ୟସଭା କାର୍ଯ୍ୟକାଳ

ନୂଆଦିଲ୍ଲୀ : ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଜର୍ଜ କୁରିଆନ୍ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ରାଜ୍ୟସଭା କାର୍ଯ୍ୟକାଳ ଶେଷ ହେବା ପରେ ସେ କେନ୍ଦ୍ର ମନ୍ତ୍ରୀ ପରିଷଦରୁ ଓହରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର … Read More

୬୫ ସ୍ବତନ୍ତ୍ର ବ୍ୟକ୍ତିତ୍ବଙ୍କୁ ପଦ୍ମ ପୁରସ୍କାର, ୩ ଓଡ଼ିଆଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ: ମଙ୍ଗଳବାର ରାଷ୍ଟ୍ରପତି ଭବନରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ ବଭିନ୍ନ କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ସ୍ବତନ୍ତ୍ର ବ୍ୟକ୍ତିତ୍ବଙ୍କୁ ଦିଆଯାଇଛି ପଦ୍ମ ସମ୍ମାନ। ୬୫ ଜଣ ବ୍ୟକ୍ତିତ୍ବଙ୍କୁ ମିଳିଛି ପଦ୍ମ ପୁରସ୍କାର। ସ୍ବତନ୍ତ୍ର ସମାରୋହରେ ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। … Read More

କତାର LNG ଫ୍ୟାକ୍ଟ୍ରିବିସ୍ଫୋରଣରେ ୧୨ ଭାରତୀୟଙ୍କ ସମେତ ୧୩ ମୃତ

ନୂଆଦିଲ୍ଲୀ : କତାରରେ ଭୟାବହ ବିସ୍ଫୋରଣ । ୧୨ ଭାରତୀୟଙ୍କ ସମେତ ୧୩ ମୃତ୍ୟୁ ହୋଇଥିବା ବେଳେ ୬୬ ଆହତ ହୋଇଛନ୍ତି । ବୃହତ୍ତମ ଏଲଏନଜି ହବ୍ ‘ରସ ଲାଫାନ ଇଣ୍ଡଷ୍ଟ୍ରିଆଲ ସିଟି’ରେ ଥିବା ବାରଜାନ ସ୍ଥାନୀୟ ଗ୍ୟାସ ଯୋଗାଣ ପ୍ରତିଷ୍ଠାନରେ ଏକ … Read More

ସ୍ୱାଭାବିକ ହେଲା ଟେଲିଗ୍ରାମ୍ ସେବା, VPN ବିନା ଚାଲିବ ଆପ୍

ନୂଆଦିଲ୍ଲୀ : ଭାରତର କୋଟି କୋଟି ଟେଲିଗ୍ରାମ୍ ୟୁଜର୍ସଙ୍କ ପାଇଁ ବଡ଼ ଆଶ୍ଵସ୍ତିକର ଖବର। ସାରା ଦେଶରେ ଟେଲିଗ୍ରାମ୍ ସେବା ପୁଣିଥରେ ସମ୍ପୂର୍ଣ୍ଣ ଭାବେ ସ୍ଵାଭାବିକ ହୋଇଛି। ଆଜି ଠାରୁ ବ୍ୟବହାରକାରୀମାନେ କୌଣସି VPN ବିନା ଆପ୍ କୁ ସହଜରେ ବ୍ୟବହାର କରିପାରୁଛନ୍ତି। … Read More

ମୁସିଲିମ୍ ଦେଶର ଢାଲ ସାଜିବ ବ୍ରହ୍ମୋସ୍, ମିଡିଲ୍ ଇଷ୍ଟରେ ଭାରତର ଗର୍ଜନ

ନୂଆଦିଲ୍ଲୀ: ମିଡିଲ୍ ଇଷ୍ଟରେ ଭାରତର ମହାଡିଲ୍! ମୁସିଲିମ୍ ଦେଶର ଢାଲ ସାଜିବ ବ୍ରହ୍ମୋସ୍ ଏବଂ ଆକାଶତୀର! ବଦଳିଯିବ ଖାଡ଼ି ଅଞ୍ଚଳର ସୁରକ୍ଷା ଚିତ୍ର! ମଧ୍ୟ ପୂର୍ବରେ ଇରାନ-ଇସ୍ରାଏଲ-ଆମେରିକା ସଂଘର୍ଷ ପରେ ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଥିବା ବେଳେ, ଭାରତ ପାଇଁ ଆସିପାରେ … Read More

‘ଭରସା ଯୋଜନା’ରେ ବେରୋଜଗାରଙ୍କୁ ମାସକୁ ମିଳିବ ୩ ହଜାର ଟଙ୍କା

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ବିଜେପି ସରକାର ରାଜ୍ୟର ବେରୋଜଗାରଙ୍କୁ ସାହାଯ୍ୟ କରିବା ପାଇଁ ବଜେଟରେ “ଭରସା” ଯୋଜନା ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରଥମ ବଜେଟ୍ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ସ୍ୱପନ ଦାସଗୁପ୍ତା କହିଛନ୍ତି ଯେ “ଭରସା” ଯୋଜନା ଅଧୀନରେ ୧୦୦,୦୦୦ରୁ କମ୍ … Read More

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

ପୁରୀ : ବିଶ୍ୱ ପ୍ରସିଦ୍ଧ ମହାପ୍ରଭୁଙ୍କ ରଥଯାତ୍ରାକୁ ଆଉ ଅଳ୍ପ ଦିନ ବାକି। ଏଥିପାଇଁ ରଥ ନିର୍ମାଣ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ପ୍ରସ୍ତୁତି ଜୋରସୋରରେ ଆଗେଇ ଚାଲିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀବାସୀଙ୍କୁ ଶ୍ରମୀନ୍ଦିର ଭିତରକୁ ପ୍ରବେଶ ସୁଗମ ପାଇଁ … Read More

ପୁଅର ଛୁରାମାଡ଼ରେ ବାପା ମୃତ

ବଣାଇ : ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ବାରସୁଆଁ ବସ୍ ଷ୍ଟାଣ୍ଡ ନିକଟସ୍ଥ ଗାବ୍ରିୟାଲ ସାହିରେ ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ପୁଅର ଛୁରୀ ଆଘାତରେ ବାପାଙ୍କ ମୃତ୍ୟୁ ଘଟିଥିବାବେଳେ ଅଭିଯୁକ୍ତ ପୁଅ ଘଟଣା ପରେ ଫେରାର ହୋଇଯାଇଛି। ସୂଚନା ଅନୁସାରେ, … Read More

ତାମିଲନାଡୁରୁ ଭୁବନେଶ୍ବର ଆସିଲା ୫ ଶ୍ରମିକଙ୍କ ମୃତଦେହ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲା ୫ ଜଣ ଶ୍ରମିକଙ୍କ ମୃତଦେହ । ତାମିଲନାଡୁ ଅମୋନିଆ ଗ୍ୟାସ୍ ଲିକ୍ ଟ୍ରାଜେଡିରେ ପ୍ରାଣ ହରାଇଥିବା ୫ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ ଦେହ ଭୁବନେଶ୍ୱର କାର୍ଗୋ ବିମାନ ବନ୍ଦରରେ ପହଞ୍ଚିଲା । ସ୍ୱତନ୍ତ୍ର ବିମାନ ଯୋଗେ … Read More