ମହାପ୍ରଭୁ ଜଗନ୍ନାଥ ଆନିମେସନ ଚଳଚ୍ଚିତ୍ରକୁ ନେଇ ଆପତ୍ତି ଉଠାଇଲେ ଗଜପତି
ଭୁବନେଶ୍ବର: ମହାପ୍ରଭୁ ଜଗନ୍ନାଥ ଆନିମେସନ ଫିଲ୍ମକୁ ନେଇ ଆପତ୍ତି ଉଠାଇଲେ ଗଜପତି ମହାରାଜା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ତିଆରି ହେଉଥିବା ଏକ ଆନିମେସନ ଚଳଚ୍ଚିତ୍ରକୁ ନେଇ ବିବାଦ ଦେଖାଦେଇଛି । ଭୁବନେଶ୍ୱରର ‘ଏଲି ଆନିମେସନ୍ସ ପ୍ରାଇଭେଟ୍ ଲିମିଟେଡ୍’ ଦ୍ୱାରା ନିର୍ମିତ ଏବଂ … Read More
