ସ୍କୁଲରେ ପ୍ରଧାନଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

କାକଟପୁର : ସ୍କୁଲରେ ପ୍ରଧାନ ଶିକ୍ଷକଙ୍କୁ ମାଡ଼ । ୪ ଜଣ ଦୁର୍ବୃତ୍ତ ସ୍କୁଲ ଭିତରେ ପଶି ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର । ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ସରି ପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ଅଭାବନୀୟ ଘଟଣା । … Read More

ମାଣିଆବନ୍ଧ ସରପଞ୍ଚଙ୍କ ସ୍ବାମୀଙ୍କୁ ଗୁଳିମାଡ଼

 ନରସିଂହପୁର: କଟକ ଜଲ୍ଲା ନରସିଂହପୁରରେ ଗୁଳିକାଣ୍ଡ । ବଡ଼ମ୍ବା ବ୍ଲକ ମାଣିଆବନ୍ଧ ଥାନା କୁଆଁପାଳ ଛକରେ ଫୁଟିଲା ଗୁଳି । ମାଣିଆବନ୍ଧ ସରପଞ୍ଚଙ୍କ ସ୍ବାମୀଙ୍କୁ ଗୁଳିମାଡ଼। ୩ଜଣ ଯୁବକ ବାଇକରେ ଆସି ଗୁଳିମାଡ଼ କରି ଫେରାର ହୋଇଯାଇଛନ୍ତି । ପ୍ରାଥମିକ ସୂଚନା ଅନୁଯାୟୀ, … Read More

ରାଜନଗରରେ ବାଲି ମାଫିଆଙ୍କ ଦୌରାତ୍ମ୍ୟ, ପୋଲିସ ଉପସ୍ଥିତିରେ ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ

ରାଜନଗର: ବାଲି ମାଫିଆ – ପ୍ରଶାସନ ମୁହାଁମୁହିଁ । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ ବାଲି ମାଫିଆ – ପ୍ରଶାସନ ମୁହାଁମୁହିଁ । ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଅଟକାଇ ପୋଲିସ ଉପସ୍ଥିତିରେ ତାଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରିଛନ୍ତି ବାଲି ମାଫିଆ । ଆଜି … Read More

ହଷ୍ଟେଲରୁ +୨ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ହଷ୍ଟେଲରୁ +୨ ଛାତ୍ରଙ୍କ ମୃତଦେହ ଉଦ୍ଧାର| ଘରୋଇ କଲେଜ ହଷ୍ଟେଲରେ ଜୀବନ ହାରିଲେ ଛାତ୍ର। ଶୁକ୍ରବାର ଏହି ଅଘଟଣ ଘଟିଛି। ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ଘରୋଇ ଜ୍ଞାନଭାରତୀ କଲେଜର ଛାତ୍ର ହଷ୍ଟେଲରେ ଜୀବନ ହାରିଛନ୍ତି। ମୃତକ ଯୁକ୍ତ … Read More

ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ସୁରକ୍ଷା କଡ଼ାକଡ଼ି, ମୁତୟନ ହେବେ ୭୨ ପ୍ଲାଟୁନ୍ ଫୋର୍ସ

ଭୁବନେଶ୍ବର: ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ କଡ଼ା ସୁରକ୍ଷା । ଜଗିବେ ୭୨ ପ୍ଲାଟୁନ୍ ଫୋର୍ସ, ଡ୍ରୋନ୍ ଓ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର । ଆସନ୍ତା ୨୯ ଜୁନ୍ ରେ ଅନୁଷ୍ଠିତ ହେବାକୁ ଯାଉଛି ମହାପ୍ରଭୁଙ୍କ ପବିତ୍ର ସ୍ନାନ ପୂର୍ଣ୍ଣିମା । … Read More