ବିବାହ ଭୋଜିରେ ମଟନ ବଦଳରେ ଚିକେନ ଦେଲେ ବୋଲି ବେକ କାଟିଦେଲେ
ବାଲେଶ୍ବର: ମଟନ ବଦଳରେ ଚିକେନ ଦେଲେ ବୋଲି ୪ ନାବାଳକ ହାଣିଦେଲେ କ୍ୟାଟରିଂ ବୟର ବେକକୁ । ବାଲେଶ୍ବର ରେମୁଣା ଥାନା ଅଠାନ୍ତର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତର କ୍ୟାଟରିଂ ବୟଙ୍କୁ ଫକୀରମୋହନ ମେଡ଼ିକାଲ କଲେଜରେ ଭର୍ତ୍ତି … Read More
