୫ ଦିନ ଯାଏଁ ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା, ୯୯ରୁ ଅଧିକ ରାସ୍ତା ବନ୍ଦ
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡ ଏବଂ ହିମାଚଳରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗ ଏସବୁ ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ଦେଖି ଜିଲ୍ଲା ପ୍ରଶାସନକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛି । ରାଜ୍ୟରେ … Read More
