ସଫଳତାର ସହ ସରିଲା ମାଲକାନଗିରି ବିମାନବନ୍ଦରର ଟ୍ରାଏଲ୍ ରନ୍; ଅନ୍ତିମ ଅନୁମୋଦନକୁ ଅପେକ୍ଷା

ମାଲକାନଗିରି:ରାଜ୍ୟରେ ଦୁର୍ଗମ ଜିଲ୍ଲାରୁ ଆକାଶପଥକୁ ଆଗେଇବାର ସ୍ୱପ୍ନ ଆଜି ଆଉ ଏକ ପାଦ ଆଗକୁ ବଢ଼ିଛି । ମାଲକାନଗିରି ବିମାନବନ୍ଦରରେ ବହୁ ପ୍ରତୀକ୍ଷିତ ଟ୍ରାଏଲ ରନ୍ ସଫଳତାର ସହ ଶେଷ ହୋଇଛି । ଆଜି ଇଣ୍ଡିଆ ୱାନ୍ ଏୟାର୍ ପକ୍ଷରୁ ଏକ … Read More

ଏମକେସିଜିରେ କୋଭିଡ୍ ପଜିଟିଭ୍ ଚିହ୍ନଟ : ଆଇସୋଲେସନରେ ୫୦ ବର୍ଷୀୟା ମହିଳା

ବ୍ରହ୍ମପୁର : ବ୍ରହ୍ମପୁର ଏମକେସିଜି ମେଡିକାଲରେ କୋଭିଡ୍ ପଜିଟିଭ୍ । ୫୦ ବର୍ଷ ବୟସ୍କା ଜଣେ ମହିଳାଙ୍କ ଠାରେ କୋଭିଡ ଭୂତାଣୁ ଚିହ୍ନଟ ହୋଇଛି । ତାଙ୍କୁ ଆଇସୋଲେସନରେ ରଖାଯାଇଛି । ତାଙ୍କର ଟ୍ରାଭେଲ୍ ହିଷ୍ଟ୍ରି ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ । ସଂପୃକ୍ତ … Read More

ଏସସିବିରେ ରକ୍ତ ପରୀକ୍ଷା ଓ ରିପୋର୍ଟ ସଂଗ୍ରହ ପାଇଁ ଆଉ ଲାଇନରେ ରହିବେନି ରୋଗୀ, ମୋବାଇଲକୁ ଆସିବ ରିପୋର୍ଟ

କଟକ: ଏଣିକି ରକ୍ତ ପରୀକ୍ଷା ପାଇଁ କିମ୍ବା ରିପୋର୍ଟ ସଂଗ୍ରହ ପାଇଁ ଆଉ ଲାଇନରେ ଠିଆ ହେବାକୁ ପଡିବନି ।  ଆସିବ ରିପୋର୍ଟ । ଖୁବଶୀଘ୍ର କଟକ ଏସସିବି ମେଡିକାଲର ଦ୍ୱିତୀୟ କ୍ୟାମ୍ପସରେ ଏହି ମାଗଣା ସୁବିଧା ପାଇବେ ରୋଗୀ । … Read More

୨୩ଟି ବୃହତ୍ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ , ସୃଷ୍ଟି ହେବ ୨୨,୮୭୩ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର : ରାଜ୍ୟର ଶିଳ୍ପାୟନକୁ ଅଧିକ ଗତି ଦେବା ଲକ୍ଷ୍ୟରେ ଓଡ଼ିଶା ସରକାର ୨୩ଟି ବୃହତ୍ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।  ମୁଖ୍ୟ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବସିଥିବା ୧୪୮ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମୋଟ … Read More

ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାସଭବନ ନିକଟରେ କଂଗ୍ରେସର ଧାରଣା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଧାରଣାରେ ବସି ପ୍ରତିବାଦ କରିଛନ୍ତି। ସେମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରୁଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ … Read More

ମାଲବାହୀ ଟ୍ରେନର ୬ଟି ୱାଗନ୍ ଲାଇନଚ୍ୟୁତ, ୫୩ଟି ଟ୍ରେନ୍ ପ୍ରଭାବିତ

ନୂଆଦିଲ୍ଲୀ : ଗାଜିଆବାଦ-ନୂଆଦିଲ୍ଲୀ ରେଲୱେ ଟ୍ରାକରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି । ଏକ ମାଲବାହୀ ଟ୍ରେନର ୬ଟି ୱାଗନ୍ ଲାଇନଚ୍ୟୁତ ହୋଇଯାଇଥିଲା । ଫଳରେ ଏହି ବ୍ୟସ୍ତବହୁଳ ରୁଟରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି । ସୌଭାଗ୍ୟବଶତଃ ଏହି ଘଟଣାରେ … Read More

ଆଫଗାନିସ୍ତାନରେ ଭୟଙ୍କର ବନ୍ୟା, ୨୦ମୃତ ଓ ୧୦୦ରୁ ଅଧିକ ନିଖୋଜ

ଆଫଗାନିସ୍ତାନ : ଆଫଗାନିସ୍ତାନର ନିରୁସ୍ତାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଯାହା ସ୍ଥିତିକୁ ଆହୁରି ଖରାପ କରିଦେଇଛି । ଫଳରେ ଏହି ବନ୍ୟା ଯୋଗୁଁ ୨୦ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୦୦ ରୁ ଅଧିକ ନିଖୋଜ ରହିଛନ୍ତି । ଏହାରି … Read More

ନିର୍ମାଣାଧୀନ ଟନେଲ୍ ଭୁଶୁଡ଼ି ୭ ଶ୍ରମିକ ମୃତ

ସିକ୍କିମ: ସିକ୍କିମରେ ଭୁଶୁଡ଼ିଲା ନିର୍ମାଣାଧୀନ ଟନେଲ୍ । ୭ ଶ୍ରମିକ ମୃତ, ୨୭ରୁ ଊର୍ଦ୍ଧ୍ବ ମାଟି ତଳେ ଫସିଥିବା ଆଶଙ୍କା । ଭୟଙ୍କର ଭୂସ୍ଖଳନ ଓ ବିଷାକ୍ତ ଗ୍ୟାସ୍  ଲିକ୍  ଯୋଗୁ  ୭ଜଣ ଶ୍ରମିକ ମୃତ୍ୟୁ ହୋଇଥିବା ପ୍ରାଥମିକ ରିପୋର୍ଟରୁ ସୂଚନା ମିଳିଛି … Read More

ଇବୋଲା ମହାମାରୀର ଭୟଙ୍କର ରୂପ, କଙ୍ଗୋରେ ଗଲାଣି ୯୩୦ ଜୀବନ

ନୂଆଦିଲ୍ଲୀ: ୯ ଶହ ଟପିଲା ଇବୋଲା ମୃତ୍ୟୁ ସଂଖ୍ୟା । ଆଫ୍ରିକୀୟ ଦେଶ କଙ୍ଗୋରେ ଇବୋଲା ମହାମାରୀ ଭୟଙ୍କର ରୂପ ନେଇଛି । ଦେଶର ବିଭିନ୍ନ ପ୍ରଦେଶରେ ଜାରି ରହିଥିବା ହିଂସାକାଣ୍ଡ ଯୋଗୁଁ ଚିକିତ୍ସା ଓ ପ୍ରତିରୋଧ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । … Read More

ୟୁକ୍ରେନ୍‌ରେ ଭୟଙ୍କର କ୍ଷେପଣାସ୍ତ୍ର ଆକ୍ରମଣ, ୪ ଭାରତୀୟ ନାବିକ ମୃତ

ନୂଆଦିଲ୍ଲୀ: ୟୁକ୍ରେନ୍ ର ଓଡେସା ବନ୍ଦର ନିକଟରେ ମାଲବାହୀ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ । ଆକ୍ରମଣରେ ୪ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଥିବା ବେଳେ, ଜଣେ ଗୁରୁତର ଅଛନ୍ତି । ୟୁକ୍ରେନ୍ ର ଓଡେସା ବନ୍ଦରରୁ ବାହାରୁଥିବା ଏକ ବ୍ୟାବସାୟିକ … Read More