କମେଣ୍ଟ ମରାକୁ ନେଇ ରାଜଧାନୀରେ ଗଡ଼ିଲା ମୁଣ୍ଡ
ଭୁବନେଶ୍ଵର : କମେଣ୍ଟ ମରାକୁ ନେଇ ରାଜଧାନୀରେ ମର୍ଡର । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ । ଚିକିତ୍ସାଧୀନ ଅବସ୍ଥାରେ ମଞ୍ଚେଶ୍ୱର ଥାନା ଝରଣା ବସ୍ତିର ବନମାଳୀ ଭୋଳଙ୍କ ମୃତ୍ୟୁ ହୋଇଯାଇଛି । ପୋଲିସ ଘଟଣାରେ ଛାନ୍ଭିନ୍ ଆରମ୍ଭ କରିଛି । … Read More
