ଅନଶନ ଭାଙ୍ଗିବା ପାଇଁ ୩ ସର୍ତ୍ତ ରଖିଲେ ୱାଙ୍ଗଚୁକ୍, ହସପିଟାଲରୁ ଆସିଲା ହାତ ଲେଖା ଚିଠି

ନୂଆଦିଲ୍ଲୀ : ଅନଶନ ଭାଙ୍ଗିବା ପାଇଁ ତିନି ସର୍ତ୍ତ ରଖିଛନ୍ତି ଶିକ୍ଷାବିତ ସୋନମ୍ ଓ୍ୱାଙ୍ଗଚୁକ୍ । ଦୀର୍ଘ ୨୦ ଦିନରୁ ଅଧିକ ସମୟ ଧରି ଆମରଣ ଅନଶନରେ ରହିବା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ୱାଙ୍ଗଚୁକ୍ । ସୋନମ ଅନଶନ ଭାଙ୍ଗିବାକୁ ଆଜି … Read More

ବିରୋଧୀଙ୍କ ହଟ୍ଟଗୋଳ ପାଇଁ ଚାଲି ପାରୁନି ସଂସଦ, ଦିନକ ପାଇଁ ରାଜ୍ୟସଭାକୁ ମୁଲତବି ଘୋଷଣା

ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ରାଜ୍ୟସଭାକୁ ଦିନକ ପାଇଁ ମୁଲତବି ଘୋଷଣା କରାଯାଇଛି। ଆସନ୍ତାକାଲି ଦିନ ୧୧ ଟାରେ ଚାଲିବ ପୁଣି ଚାଲିବ ଗୃହ। ସେପଟେ ଲୋକସଭା ପୁଣି ଥରେ ଅପରାହ୍ନ ୩ଟା … Read More

ଗୁୟାନାରେ ନୌକା ଦୁର୍ଘଟଣା, ୧୩୩ ଯାତ୍ରୀଙ୍କ ମଧ୍ୟରୁ ୬୭ ଉଦ୍ଧାର

ନୂଆଦିଲ୍ଲୀ: ଦକ୍ଷିଣ ଆମେରିକାର ଗୁୟାନା ଦେଶରେ ଏକ ବଡ଼ ନୌକା ଦୁର୍ଘଟଣା ଘଟିଛି । ୧୩୩ ଜଣ ଯାତ୍ରୀ ନେଇ ଯାଉଥିବା ‘ଏମଭି ବାରିମା’ ନାମକ ନୌକା ସମୁଦ୍ରରେ ଓଲଟିଯାଇଛି । ଅଧିକାରୀମାନଙ୍କ କହିବା ଅନୁସାରେ, ୬୭ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି … Read More

ରାଜ୍ୟର ୨୮ଟି ସରକାରୀ ଆଇଟିଆଇର ନାମ ବଦଳିଲା

ଭୁବନେଶ୍ୱର: ରାଜ୍ୟରେ ଥିବା ସରକାରୀ ଔଦ୍ୟୋଗିକ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଆଇଟିଆଇ) ଗୁଡ଼ିକର ନାମକରଣରେ ସରକାର ଏକ ବଡ଼ ଧରଣର ପରିବର୍ତ୍ତନ ଆଣିଛନ୍ତି। ବିଭିନ୍ନ ଜିଲ୍ଲା ଏବଂ ସହରଗୁଡ଼ିକର ସଂଶୋଧିତ ଭୌଗୋଳିକ ନାମକରଣ ସହିତ ସାମଞ୍ଜସ୍ୟ ରଖି ରାଜ୍ୟର ମୋଟ ୨୮ଟି ସରକାରୀ … Read More

ମୁଖ୍ୟମନ୍ତ୍ରୀ ବସ୍‌ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଧମକ, ଗାଡ଼ି ଛାଡ଼ି ପଳାଇଲେ ଚାଳକ

ବଲାଙ୍ଗୀର: ସାଧାରଣ ଲୋକଙ୍କ ଗମନାଗମନ ସୁବିଧା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ ଏବେ ଅସୁରକ୍ଷିତ ହୋଇପଡ଼ିଛି। ବଲାଙ୍ଗୀର ଜିଲ୍ଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଦୁର୍ବୃତ୍ତ ମୁଖ୍ୟମନ୍ତ୍ରୀ ବସ୍‌କୁ ଅଧା … Read More

୪ ଜିଲ୍ଲାରେ କୋଇଲା ଓ ପାଉଁଶ ଗାଡ଼ି ପରିବହନ ନେଇ କଟକଣା

ଭୁବନେଶ୍ବର: ୪ ଜିଲ୍ଲାରେ କୋଇଲା ଓ ପାଉଁଶ ଗାଡ଼ି ପରିବହନ ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର । ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲ୍ଲା ଗୁଡିକରେ ଦୁର୍ଘଟଣା ଏବଂ ପ୍ରଦୂଷଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । … Read More

ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି, ଏଣିକି ମାଟି ତଳେ ବିଛାଯିବ ବିଦ୍ୟୁତ ତାର

ଭୁବନେଶ୍ବର: ବିପର୍ଯ୍ୟୟ ସମୟରେ ବିଦ୍ୟୁତ ଭିତ୍ତିଭୂମିକୁ ବଞ୍ଚାଇବାକୁ ନୂଆ ଯୋଜନା କରିଛନ୍ତି ରାଜ୍ୟ ସରକାର । ଏଣିକି ମାଟିତଳେ ବିଦ୍ୟୁତ ତାର ବିଛାଇବା ପାଇଁ ମୋଡାଲିଟି ପ୍ରସ୍ତୁତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । … Read More

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ, ଖଟରେ ଭରାନଈ ପାର ହେଲେ ରୋଗୀ

କୋଇଡ଼ା : ନଈରେ ପୋଲ ନ ଥିବାରୁ ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ। ରୋଗୀଙ୍କୁ ନେବା ପାଇଁ ନଈ ଆରପଟେ ଅପେକ୍ଷା କରି ରହିଲା। ଏପଟେ ରୋଗୀଙ୍କ ଅବସ୍ଥା ଅଧିକ ବିଗିଡ଼ିବାରୁ ଗ୍ରାମବାସୀ ବାଧ୍ୟ ହୋଇ ନିଜ ଜୀବନକୁ ବାଜି ଲଗାଇ ଭରାନଈରେ … Read More

ବାଲି ଉଠାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ, ମାଫିଆଙ୍କୁ କଟକ ଜିଲ୍ଲାପାଳଙ୍କ ତାଗିଦ୍

କଟକ : ସାବଧାନ ବାଲି ମାଫିଆ ।  ବାଲି ଉଠାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ। କଟକ ଜିଲ୍ଲାପାଳଙ୍କ କଲେ ତାଗିଦ୍। କେବଳ ଲଘୁ ଖଣିଜ ସମ୍ପଦ ପାଇଁ ଉଦ୍ଦିଷ୍ଟ ଓ.ଏମ.ଏମ.ସି ନିୟମାବଳୀ ନୁହେଁ, ବିପର୍ଯ୍ୟୟ ପରିଚାଳନା ଆଇନ ଅନୁଯାୟୀ ମଧ୍ୟ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ। … Read More

ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ : ୨୪ ଯାଏ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ପୁଣି ବର୍ଷାରେ ଭିଜିବ ଓଡ଼ିଶା । ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ସମ୍ଭାବ୍ୟ … Read More