ସରିଲା ମହାପ୍ରଭୁଙ୍କ ଦୁର୍ଲଭ ଶ୍ରୀଅଙ୍ଗ ଲାଗି ଅଳଙ୍କାର ଗଣତି ଓ ମେଳକ କାର୍ଯ୍ୟ

ପୁରୀ : ୨ ଘଣ୍ଟା ୨୭ ମିନିଟ୍ ରେ ଶେଷ ହେଲା ମହାପ୍ରଭୁଙ୍କ ୯ ଟି ଦୁର୍ଲଭ ଶ୍ରୀଅଙ୍ଗ ଲାଗି ଅଳଙ୍କାର ଗଣତି ଓ ମେଳକ କାର୍ଯ୍ୟ ।  ଏବେ ବି ଶ୍ରୀଅଙ୍ଗରେ ଲାଗି ହୋଇଥିବାରୁ ଝୋବା କଣ୍ଠୀର ହୋଇ ପାରିଲାନି ଗଣତି … Read More

ପୁରୀ ବେଳାଭୂମିରେ ଅଘଟଣ, ଗାଧୋଉଥିବା ବେଳେ ଭାସି ଗଲେ ଦୁଇ ପର୍ଯ୍ୟଟକ

ପୁରୀ: ପୁଣି ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରରେ ଗାଧୋଉଥିବା ବେଳେ ରିପ୍ କରେଣ୍ଟରେ ପଡ଼ି ବୁଡ଼ି ଗଲେ ଦୁଇ ପର୍ଯ୍ୟଟକ। ପୁରୀ ହୋଟେଲ ସମ୍ମୁଖ ସମୁଦ୍ର କୂଳ ସେକ୍ଟର-୩ ରେ ଘଟିଛି ଅଘଟଣ । ସେଠାରେ ଉପସ୍ଥିତ ଥିବା ଅଗ୍ନିଶମ କର୍ମଚାରୀ … Read More

ଅନୁଗୁଳ ସହରରେ କୃତ୍ରିମ ବନ୍ୟା, ରାସ୍ତା ଉପରେ ଲହଡ଼ି ମାରୁଛି ବର୍ଷା ଜଳ

ଅନୁଗୁଳ: ସାମାନ୍ୟ ବର୍ଷାରେ ଉବୁଟୁବୁ ହେଉଛି ଅନୁଗୁଳ ସହର । ରାସ୍ତା ଉପରେ ଲହଡ଼ି ମାରୁଛି ବର୍ଷା ଜଳ । ନିଷ୍କାସନ ହୋଇନପାରି ସିଧା ଲୋକଙ୍କ ଘରେ ପଶୁଛି ପାଣି । ବର୍ଷା ହେଲେ ଅନୁଗୋଳରେ କୃତ୍ରିମ ବନ୍ୟା ସ୍ଥିତି ଉପୁଜୁଛି । … Read More

ଉଧାର ଟଙ୍କା ମାଗିବାରୁ ଘରେ ପଶି ମାଆ-ପୁଅଙ୍କୁ ଆକ୍ରମଣ

ଭୁବନେଶ୍ବର: ଉଧାର ଟଙ୍କା ମାଗିବାରୁ ମାଆ-ପୁଅଙ୍କୁ ଆକ୍ରମଣ । ଘରେ ପଶି ହାଣିଲେ ଦୁର୍ବୃତ୍ତ । ବାଲିପାଟଣା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଉଭୟ ମାଆ-ପୁଅଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଥାନାରେ ଅଭିଯୋଗ ପରେ ତଦନ୍ତ କରୁଛି … Read More

IHM ପରୀକ୍ଷାରେ ଜାଲିଆତି, ନକଲି ପରୀକ୍ଷାର୍ଥୀ ଦେଇ ବନ୍ଧା ହେଲେ ଅସଲି ପରୀକ୍ଷାର୍ଥୀ

ଭୁବନେଶ୍ବର: ପରୀକ୍ଷାରେ ପାସ କରିବାକୁ ଜାଲିଆତି । ଅସଲ ବଦଳରେ ପରୀକ୍ଷ ଦେଲା ନକଲି ପରିକ୍ଷାର୍ଥୀ । ଧରାପଡ଼ିଲା କାରସାଦି ବାନ୍ଧିଲା ପୋଲିସ । ସର୍ବଭାରତୀୟ ଶିକ୍ଷାନୁଷ୍ଠାନ IHM ରେ ଅସଲି  ପରୀକ୍ଷାର୍ଥି ବଦଳରେ ନକଲି ପରୀକ୍ଷାର୍ଥୀ ପରୀକ୍ଷା ଦେଇ ଧରାପଡ଼ିବା ପରେ … Read More

ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ୭ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ସକ୍ରିୟ ଥିବା ବେଳେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସମ୍ଭାବ୍ୟ ବର୍ଷାକୁ … Read More

ଶ୍ରୀଅଙ୍ଗଙ୍କୁ ବାଧା; ଗୁଣ୍ଡିଚା ମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଗୁଣ୍ଡିଚା ମନ୍ଦିରରେ ଅନୁଷ୍ଠିତ ହେବ ବନକ ଲାଗି ନୀତି । ତିନି ଦିନ ଯାତ୍ରାରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗଙ୍କୁ ବାଧା ପହଞ୍ଚିଛି । ଶ୍ରୀମୁଖ ମଳିନ ପଡ଼ିଯାଇଛି । ଏଣୁ ଠାକୁରଙ୍କ ଶ୍ରୀମୁଖ ସିଂହାର ହେବ । ଏହି ବିଶେଷ … Read More

ବଢ଼ୁଛି ଜଳସ୍ତର: ବନ୍ୟା ଜଳ ନିଷ୍କାସନ ପାଇଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ସ୍ଲୁଇସ୍ ଗେଟ୍

ସମ୍ବଲପୁର: ଛତିଶଗଡ଼ ସମେତ ମହାନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଅବ୍ୟାହତ ରହିଛି। ଫଳରେ ହୀରାକୁଦ ଜଳଭଣ୍ଡାରକୁ ବନ୍ୟା ଜଳର ପ୍ରବାହ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଜଳଭଣ୍ଡାରର ସ୍ଥିତି ଓ ବର୍ଦ୍ଧିତ ଜଳସ୍ତରକୁ ନିୟନ୍ତ୍ରଣରେ ରଖିବା ପାଇଁ ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ … Read More

ଶ୍ରଦ୍ଧା ଓ ଶୃଙ୍ଖଳାର ଅପୂର୍ବ ସମନ୍ୱୟ: ଆଡପ ମଣ୍ଡପରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ପୁରୀ:ଶ୍ରଦ୍ଧାଳୁଙ୍କ ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି। ରଥଯାତ୍ରାର ମହାପର୍ବ ମଧ୍ୟରେ ଅତ୍ୟନ୍ତ ଶୃଙ୍ଖଳିତ ଭାବେ ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀ ତଥା ଆଡପ ମଣ୍ଡପକୁ ବିଜେ କରିଛନ୍ତି କାଳିଆ ସାଆନ୍ତେ। କେବଳ କାଳିଆ ଠାକୁର ନୁହନ୍ତି, ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ … Read More

ନାଳରେ ବୁଡ଼ିଗଲା ଦୁଇ ବର୍ଷର ଶିଶୁପୁତ୍ର

ସିଂହପୁର: ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ୍‌ ହଳଦୀଡ଼ିହ ପଞ୍ଚାୟତର ଫଳପୁର ଗ୍ରାମରେ ଆଜି ନାଳରେ ବୁଡ଼ି ୨ବର୍ଷର ଶିଶୁପୁତ୍ରର ମୃତ୍ୟୁ ହୋଇଛି। ଗ୍ରାମର ଆକାଶ ମଲିକଙ୍କ ଶିଶୁପୁତ୍ର ଶ୍ରୀୟାଂଶୁ(୨) ମଧ୍ୟାହ୍ନରେ ଖାଇସାରି ବାହାରେ ବୁଲୁଥିବା ବେଳେ ଘର ନିକଟରେ ବର୍ଷାପାଣିରେ ପୂର୍ଣ୍ଣ ଥିବା … Read More