ଏପ୍ରିଲରୁ ଜୁନ ମଧ୍ୟରେ ଏକାସାଙ୍ଗରେ ହେବ ପଞ୍ଚାୟତ ଓ ପୌର ନିର୍ବାଚନ !
ଭୁବନେଶ୍ୱର: ପଞ୍ଚାୟତ ଓ ପୌର ନିର୍ବାଚନକୁ ନେଇ ବଡ଼ ଘୋଷଣା। ୨୦୨୭ ଏପ୍ରିଲରୁ ଜୁନ୍ ମାସ ମଧ୍ୟରେ ହେବ ପଞ୍ଚାୟତ ଓ ପୌର ନିର୍ବାଚନ। ଉଭୟ ପଞ୍ଚାୟତ ଓ ପୌର ଭୋଟ୍ ଏକାସାଙ୍ଗରେ ହେବ। ରାଜ୍ୟରେ ଜନଗଣନା କାର୍ଯ୍ୟ ଶେଷ ହେବା … Read More
