୨୦୨୬-୨୭ ଶିକ୍ଷାବର୍ଷ ନିମନ୍ତେ ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା
ଭୁବନେଶ୍ବର: ୨୦୨୬-୨୭ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା ଜୁନିୟର କଲେଜରେ ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ୪ ଲକ୍ଷ ୨୯ ହଜାର ୨୧୯ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩ ଲକ୍ଷ ୮୨ … Read More
