ରଥଯାତ୍ରାରେ ଶ୍ୱାସରୁଦ୍ଧ ହୋଇ ୨ ଭକ୍ତଙ୍କ ମୃତ୍ୟୁ

ପୁରୀ :  ଏକ ଦୁର୍ଭାଗ୍ୟଜନକ ଘଟଣାରେ, ଆଜି ପୁରୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ସମୟରେ ଶ୍ୱାସରୁଦ୍ଧ ହୋଇ ଜଣେ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଅସୁସ୍ଥ ହୋଇପଡ଼ିଛନ୍ତି ।  ରିପୋର୍ଟ ଅନୁଯାୟୀ, ଆଜି ପ୍ରଭୁ ଜଗନ୍ନାଥ ଏବଂ ତାଙ୍କ ଭାଇଭଉଣୀଙ୍କ ରଥ … Read More

ଦେଶବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ମହାପ୍ରଭୁଙ୍କ ନିକଟରେ କଲେ ସମସ୍ତଙ୍କ ସୁଖ ସମୃଦ୍ଧି କାମନା

ପୁରୀ : ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା । ଭକ୍ତ ଓ ଭଗବାନଙ୍କର ମହାମିଳନର ପର୍ବ । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟୁଇଟ୍‌ କରି ରାଷ୍ଟ୍ରପତି କହିଛନ୍ତି “ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ … Read More

ପ୍ରବଳ ବର୍ଷାରେ ଭିଜୁଛି ବଡ଼ଦାଣ୍ଡର ପଥ, ୪୫ ଘଣ୍ଟାରେ ୨୦୦ ମି.ମି ରେକର୍ଡ

ପୁରୀ : ଆଜି ବିଶ୍ୱପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା । ଭକ୍ତି, ବିଶ୍ୱାସ ଓ ପରମ୍ପରାର ମହାପର୍ବ ରଥଯାତ୍ରା ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର ପୁରୀ । ପ୍ରବଳ ବର୍ଷାରେ ଭିଜୁଛି ପୁରୀ ବଡ଼ଦାଣ୍ଡର ପଥ । ଆଜି ଦିନ ତମାମ ତୁହାକୁ ତୁହା … Read More

୪ ବର୍ଷର ପୁଅକୁ କଟୁରୀରେ ହାଣି ହତ୍ୟା କଲା ବାପା

ଉଦଳା:ମୟୂରଭଞ୍ଜ ଜିଲ୍ଲାରେ ହୃଦୟବିଦାରକ ଘଟଣା ଘଟିଛି । ୪ ବର୍ଷର ଜନ୍ମ କଲା ପୁଅକୁ କଟୁରୀରେ ହାଣି ହତ୍ୟା କଲେ ବାପା। ଏହି ଅଭାବନୀୟ ଘଟଣା ଶରତ ଥାନା ଅନ୍ତର୍ଗତ ପୁରୁଣାପାଣି ଗାଁରେ ଘଟିଛି । ମୃତ ନାବାଳକଙ୍କ ନାମ ଦୁମ୍ବି … Read More

ହାତୀ ଆକ୍ରମଣରେ ଚାଲିଗଲା ଛାତ୍ରଙ୍କ ଜୀବନ

ବିଶ୍ରା:ଜଙ୍ଗଲ ନିକଟରେ ବଣୁଆ ହାତୀ ଆକ୍ରମଣରେ ଚାଲିଗଲା ୧୬ ବର୍ଷୀୟ ନାବାଳକ ଛାତ୍ରଙ୍କ ଜୀବନ । ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ବନଖଣ୍ଡ ଅନ୍ତର୍ଗତ ସନ୍ତୋଷପୁର ରିଜର୍ଭ ଫରେଷ୍ଟ ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏହି ଦୁଃଖଦ ଘଟଣା ଘଟିଛି । ମୃତକ … Read More

୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ICCର ବଡ଼ ଘୋଷଣା, ବଦଳିଗଲା ଦିନିକିଆ କ୍ରିକେଟ୍ ବିଶ୍ୱକପ୍ ର ନିୟମ

୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ICCର ବଡ଼ ଘୋଷଣା । ଆସୁଛି ନୂଆ ‘ସୁପର ସିରିଜ୍’ ଓ ‘ସୁପର ସେଭେନ୍’ ଫର୍ମାଟ୍। କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର! ଆସନ୍ତା ୨୦୨୭ ଦିନିକିଆ ବିଶ୍ବକପକୁ ଅଧିକ ରୋମାଞ୍ଚକର, ସଂଘର୍ଷପୂର୍ଣ୍ଣ ଏବଂ … Read More

ଆରମ୍ଭ ହେଲା ଶ୍ରୀମନ୍ଦିର ନିମନ୍ତେ ଡିଜିଟାଲ୍‌ ହୁଣ୍ଡି ‘ସମର୍ପଣ ଆପ୍‌’

ଭୁବନେଶ୍ୱର/ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱବ୍ୟାପୀ ଭକ୍ତଙ୍କ ଆଧ୍ୟାତ୍ମିକ ଆସ୍ଥାକୁ ସମ୍ମାନ ଜଣାଇ ରାଜ୍ୟ ସରକାର ଡିଜିଟାଲ ଦାନ ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଆଜି (ବୁଧବାର) ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟାଧୁନିକ ଡିଜିଟାଲ ହୁଣ୍ଡି … Read More

ସିଏମଓରୁ ଫାଇଲ୍ ଗାଏବ ଘଟଣା: ଦୁଇ ଆଇଏଏସ୍‌ ଅଧିକାରୀଙ୍କୁ କମିଶନରେଟ୍ ପୋଲିସର ସମନ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ରୁ ଦୁଇଟି କମିଶନ ତଦନ୍ତ ସମ୍ବନ୍ଧୀୟ ଫାଇଲ୍ ନିଖୋଜ ଘଟଣାର ତଦନ୍ତକୁ ନେଇ କମିଶନରେଟ୍ ପୋଲିସ ତତ୍ପରତା ବଢ଼ାଇଛି। ଏହି ଘଟଣାରେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ରାଜେଶ ବର୍ମା ଓ ପୂର୍ବତନ ଆଇଟି ସଚିବ ମନୋଜ ମିଶ୍ରଙ୍କୁ … Read More

ଆମେରିକାର ବଡ଼ ଚେତାବନୀ! ରୁଷଠାରୁ ତେଲ କିଣିଲେ ୧୦୦% ଟାରିଫ୍ ଦେବ

ନୂଆଦିଲ୍ଲୀ: ରୁଷରୁ ଅଶୋଧିତ ତେଲ କିଣୁଥିବା ଦେଶମାନଙ୍କ ବିରୋଧରେ ଆମେରିକା ନେଇପାରେ ବଡ଼ କାର୍ଯ୍ୟାନୁଷ୍ଠାନ। କାରଣ ଆମେରିକୀୟ ସିନେଟରେ ଏକ ସଂଶୋଧିତ ବିଲ୍ ଉପସ୍ଥାପନ ହୋଇଛି, ଏଥିରେ ରୁଷରୁ ତେଲ ଓ ଗ୍ୟାସ୍ କିଣୁଥିବା ଦେଶ ଉପରେ ୧୦୦ ପ୍ରତିଶତ ପର୍ଯ୍ୟନ୍ତ … Read More

US ମିଣ୍ଟ ତିଆରିକରିବ ଡୋନାଲ୍ଡ ଟ୍ରମ୍ପଙ୍କ ଛବି ଥିବା ଡଲାରର ଖାସ ମୁଦ୍ରା, ସ୍ୱାଧୀନତାର ୨୫୦ତମ ବାର୍ଷିକ ଅବସରରେ ହେବ ଜାରି

ୱାସିଂଟନ: ଆମେରିକା ଟ୍ରେଜରୀ ସେକ୍ରେଟାରୀ ସ୍କଟ ବେସେଣ୍ଟ ବୁଧବାର କହିଛନ୍ତି ଯେ ଆମରିକା ସ୍ୱାଧୀନତାର ୨୫୦ତମ ବାର୍ଷିକ ଅବସରରେ ୟୁଏସ ମିଣ୍ଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ନୂଆ ଡଲାରର ମୁଦ୍ରା ତିଆରି ଆରମ୍ଭ କରିବ। ଏହି ମୁଦ୍ରାର ଗୋଟିଏ ପଟେ ଟ୍ରମ୍ପଙ୍କ … Read More