ପାରାଦୀପ – ହରିଦାସପୁର ଦୋହରିକରଣକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ୍ ବୁଧବାର ସାତଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରି ଦେଇଛି । କେନ୍ଦ୍ର କ୍ୟାବିନେଟରେ ପାରାଦୀପ – ହରିଦାସପୁରର ଦୋହରିକରଣକୁ ପ୍ରକଳ୍ପକୁ ମଞ୍ଜୁରି ମିଳିଛି । ଏହାସହିତ ରାଜଖରସ୍ୱାନ ଓ ଡାଙ୍ଗୋପୋସିର ଚତୁର୍ଥ ଲେନ୍ ପ୍ରକଳ୍ପକୁ ମଧ୍ୟ ମଞ୍ଜୁରି ମିଳିଛି … Read More
