ତ୍ରିକୋଣୀୟ ପ୍ରେମ ପାଇଁ ଝୁଲିପଡ଼ିଲେ ନର୍ସ !
ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ଜଣେ ଷ୍ଟାଫ୍ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ଅଞ୍ଚଳର ଏକ ଭଡ଼ାଘରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ । ଘଟଣା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ … Read More
