ମନଗଢ଼ା କାହାଣୀ କହୁଛି ଇସ୍କନ, କଡ଼ା ଜବାବ ରଖିଲେ ଗଜପତି
ପୁରୀ : ଇସ୍କନ ସ୍ପଷ୍ଟୀକରଣର କଡ଼ା ଜବାବ ରଖିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । କହିଛନ୍ତି, ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଲିଖିତ ଭାବେ ଆସନ୍ତାକାଲି ଏହାର କଡ଼ା ଜବାବ ଦିଆଯିବ। ଇସ୍କନ ମୁମ୍ବାଇ ସ୍ଥିତ ଜୁହୁ ଶାଖା ପକ୍ଷରୁ ଦିଆଯାଇଥିବା ପ୍ରେସ … Read More
