ଜଟଣୀରେ ରାତି ଅଧରେ ଇଲେକ୍ଟ୍ରିସିଆନଙ୍କୁ ହତ୍ୟା
ଭୁବନେଶ୍ୱର : ଜଟଣୀରେ ଇଲେକ୍ଟ୍ରିସିଆନକୁ ହତ୍ୟା । ଖୁଦୁପୁର ଛକରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ଅଧରେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଅଭିଯୁକ୍ତ ଫେରାର ହୋଇଯାଇଛି । ଏମ୍ସରେ ଚିକିତ୍ସିତ ବେଳେ ମାର୍କଣ୍ଡ ବଳିୟାସିଂଙ୍କ ମୃତ୍ୟୁ ହୋଇଛି । … Read More
