ମେଲବର୍ଣ୍ଣରୁ ମୋଦିଙ୍କ ଘୋଷଣା, ଭାରତରେ ଆରମ୍ଭ ହେବ ବିଗ୍ ବାସ୍ ଲିଗ୍
ନୂଆଦିଲ୍ଲୀ : ଅଷ୍ଟ୍ରେଲିଆ ମେଲବୋର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରୁ ପିଏମ୍ ମୋଦିଙ୍କ ବଡ଼ ଘୋଷଣା କରିଛନ୍ତି । ୨୦୨୬-୨୭ ବିଗ୍ ବାସ୍ ଲିଗ ସିଜିନ ଭାରତରେ ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି । ଏହି ଲିଗର ପ୍ରଥମ ମ୍ୟାଚ୍ ଡିସେମ୍ବରରେ ଖେଳାଯିବ । … Read More
