ଏପ୍ରିଲ୍-ମେ’ରେ ହୋଇପାରେ ପଞ୍ଚାୟତ ନିର୍ବାଚନ, ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ

ଭୁବନେଶ୍ୱର : ବଦଳିଲା ପଞ୍ଚାୟତ ନିର୍ବାଚନ ସମୟ ।  ଏଥର ସାମାନ୍ୟ ବିଳମ୍ବ ହେବ ନିର୍ବାଚନ ।  ଏସଆଇଆର କାମ ମାର୍ଚ୍ଚ ପ୍ରଥମ ସପ୍ତାହ ଯାଏଁ ହେବ ।  ୨୦୨୭ ଏପ୍ରିଲ୍-ମେ’ ମାସରେ ହୋଇପାରେ ଭୋଟ୍।  ସ୍ପଷ୍ଟ କଲେ ରାଜ୍ୟ ନିର୍ବାଚନ କମିଶନଙ୍କ … Read More

ବାରହା ଆକ୍ରମଣରେ ମହିଳା ମୃତ

ବ୍ରହ୍ମଗିରି : ବାରହା ଆକ୍ରମଣରେ ଜଣେ ମହିଳା ମୃତ ଓ ଜଣେ ମହିଳା ଆହତ। ବ୍ରହ୍ମଗିରି ସାତପଡ଼ା ନିକଟ ବଳଭଦ୍ରପୁର ଗାଁର ପଦ୍ମାବତୀ ଜାଲି ଓ ବ୍ରାହ୍ମଣୀ ଦଳାଇ ବାରହା ଆକ୍ରମଣ କରିଥିଲା । ବାରହା ପଦ୍ମାବତୀ ଜାଲିଙ୍କ ହାତ, ମୁହଁ ଓ … Read More

ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରାର ପଞ୍ଚମ କିସ୍ତି, ନୂଆ ହିତାଧିକାରୀଙ୍କୁ ଏକକାଳୀନ ୫ କିସ୍ତି

ଭୁବନେଶ୍ୱର : ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରାର ପଞ୍ଚମ କିସ୍ତି । ଆରମ୍ଭରୁ କିସ୍ତି ପାଇ ନଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏକକାଳୀନ କିସ୍ତି ମିଳିବ। ସୁଭଦ୍ରା ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହା ପୂର୍ବରୁ … Read More

ମିଳିଲାନି ସ୍ବର୍ଗ ରଥ, ବାଇକରେ ବୁହା ହେଲା ମୃତଦେହ

ନବରଙ୍ଗପୁର : ଶବକୁ ମିଳିଲାନି ସମ୍ମାନ। ମିଳିଲାନି ଶ୍ମଶାନ ବାଇକରେ ବୁହା ହେଲା ନାବାଳିକାଙ୍କ ଶବ । ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଆମାଗୁଡା ଗାଁରେ ଦେଖିବାକୁ ମିଳିଛିଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ । ଗାଁର ଜଣେ ନାବାଳିକାଙ୍କ ଦେହ ଖରାପ … Read More

ମାଛ ଧରିବାକୁ ଯାଇ ଦୟା ନଦୀରେ ଭାସିଗଲେ ମତ୍ସ୍ୟଜୀବୀ

ପିପିଲି : ମାଛ ଧରିବାକୁ ଯାଇ ପୁଅ ନିଖୋଜ । ଦୟା ନଦୀରେ ଭାସିଗଲେ ମତ୍ସ୍ୟଜୀବୀ । ପୁରୀ ଜିଲ୍ଲା କଣାସ ଜାଗୁଳାଇ ପଦରର ଦୁଃଖଦ ଘଟଣା ଘଟିଛି । ବାପା ପ୍ରକାଶ ବେହେରା ଓ ପୁଅ ଦିବାନା ବେହେରା ସବୁଦିନ ପରି … Read More

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର !

କାମାକ୍ଷାନଗର: ଚିକିତ୍ସା ନକରି ଜୀବିତ ରୋଗୀଙ୍କୁ ମୃତଘୋଷଣା କଲେ ଡାକ୍ତର । ଅଭିଯୋଗ ଆଣିଲେ ପରିବାର ଲୋକ । କାମାକ୍ଷାନଗର ଉପଖଣ୍ଡ ମେଡିକାଲରେ ଘଟିଛି ଅଭାବନୀୟ ଘଟଣା ।  ଜୀବିତ ରୋଗୀଙ୍କୁ ଚିକିତ୍ସା ନକରି ମୃତ ଘୋଷଣା କଲେ ଡାକ୍ତର ।  ଅଭିଯୋଗ … Read More

୧୭ ତାରିଖ ଯାଏଁ ସାରା ରାଜ୍ୟରେ ଜାରି ରହିବ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର: ଓଡ଼ିଶାରେ ମୌସୁମୀ ବର୍ଷାର ତାଣ୍ଡବ ଏବେ ବି ଜାରି ରହିଛି। ଗତ କିଛି ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଅସରାଏ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଥିବା ବେଳେ, ପାଣିପାଗ ବିଭାଗର ସଦ୍ୟତମ ସୂଚନା ଚିନ୍ତା ବଢ଼ାଇ ଦେଇଛି। ଆସନ୍ତା … Read More

ପୁରୀ ଜିଲ୍ଲାପାଳଙ୍କ ଚିଠି ପରେ ରାଜସ୍ଥାନରେ ବନ୍ଦ ହେଲା ଅଦିନିଆ ରଥଯାତ୍ରା

ପୁରୀ: ପୁରୀ ଜିଲ୍ଲାପାଳଙ୍କ ଚିଠି ପରେ ହଲଚଲ । ରାଜସ୍ଥାନରେ ଅଦିନିଆ ରଥଯାତ୍ରା ଉପରେ ରୋକ୍ । ସିକର ପୋଲିସକୁ ଜିଲ୍ଲାପାଳଙ୍କ କଡ଼ା ନିର୍ଦ୍ଦେଶ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସନାତନ ସଂସ୍କୃତି ଓ ପରମ୍ପରା ସହ କୌଣସି ବୁଝାମଣା କରାଯିବ ନାହିଁ । … Read More

କାଠଯୋଡ଼ି ପଠାରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

କଟକ:କଟକରେ ଚାଞ୍ଚଲ୍ୟ । ପୁରୀଘାଟ ଥାନା ଅନ୍ତର୍ଗତ ପୁରୀଘାଟ ଗଡ଼ା ନିକଟସ୍ଥ କାଠଯୋଡ଼ି ନଦୀ ପଠାରୁ ଜଣେ ଅଜ୍ଞାତ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଠାବ । କେହି ଦୁର୍ବୃତ୍ତ ମହିଳାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ପରେ ପ୍ରମାଣ ନଷ୍ଟ … Read More

ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ‘ଆମ ବସ୍‌’, ଡ୍ରାଇଭର ଫେରାର୍‌

କଟକ: ବାଦାମବାଡ଼ି ଥାନା ମଲାଚଣ୍ଡିଆ ଛକରେ ଦୁର୍ଘଟଣା। ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ବାଇକ୍‌କୁ ଧକ୍କା ଦେଇ ୪୦ ଫୁଟ ଘୋଷାଡ଼ି ନେଲା ଆମ୍ ବସ୍। ଗୁରୁତର ବାଇକ୍‌ ଆରୋହୀ ମେଡିକାଲ୍‌ରେ ଭର୍ତ୍ତି। ସେପଟେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର୍‌। ଦୁର୍ଘଟଣାରେ … Read More