ପିଜି ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି: ୨୭ରୁ ଚଏସ୍‌ ଲକିଙ୍ଗ

ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ (ପିଜି) ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା କମନ୍‌ ପିଜି ଏଣ୍ଟ୍ରାନ୍ସ ଟେଷ୍ଟର ମାର୍କ ଆଧାରରେ କରାଯିବ। ୨୭ ଜୁଲାଇ ଅପରାହ୍ନ ୩.୦୦ ଘଟିକା … Read More

ଏନକାଉଣ୍ଟର : ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଅଙ୍କିତ ଘୋଷ ଆହତ

ବ୍ରଜରାଜନଗର: ପୋଲିସ ଗୁଳିରେ କୁଖ୍ୟାତ ଅପରାଧୀ ଅଙ୍କିତ ଘୋଷ ଆହତ । ବିଳମ୍ବିତ ରାତିରେ ବ୍ରଜରାଜନଗର ପୋଲିସ ଏହି ଏନକାଉଣ୍ଟର କରିଛି । ତାର ଡାହାଣ ପଟ ଗୋଡରେ ଗୁଳି ବାଜିଛି । ଆହତ ଅବସ୍ଥାରେ ପୋଲିସ ତାକୁ ଉଦ୍ଧାର କରି … Read More

ରାଜ୍ୟର ୭୧ ସରକାରୀ ହାଇସ୍କୁଲରେ ହେବ ଯୁକ୍ତ ଦୁଇ ପାଠପଢ଼ା

ଭୁବନେଶ୍ୱର: ଓଡ଼ିଶାରେ ଯୁକ୍ତ ଦୁଇ ଶିକ୍ଷାର ସୁବିଧାକୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ପହଞ୍ଚାଇବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ସମଗ୍ର ଶିକ୍ଷା ଯୋଜନା ଅଧୀନରେ ରାଜ୍ୟର ୭୧ଟି ସରକାରୀ ଉଚ୍ଚ ବିଦ୍ୟାଳୟକୁ ଉନ୍ନୀତ କରି ଉଚ୍ଚ ମାଧ୍ୟମିକ (ଯୁକ୍ତ ଦୁଇ) … Read More

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ । ଭଟଲି ନିର୍ବାଚନମଣ୍ଡଳୀର ତିନି ଥର ବିଧାୟକ ଥିଲେ ସୁଶାନ୍ତ ସିଂ । ରାଜଧାନୀ ଭୂବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ସୁଶାନ୍ତ ସିଂଙ୍କ ପରଲୋକ ହୋଇଛି । ସୁଶାନ୍ତ ସିଂହ ଦୀର୍ଘଦିନ … Read More

ଜ୍ୟୋତିର୍ମୟୀଙ୍କ କଣ୍ଠରେ ଦୁଲୁକିଲା ମୁମ୍ବାଇ, ପ୍ରଥମ ଓଡ଼ିଆ ଭାବେ ଜିତିଲେ ଇଣ୍ଡିଆନ ଆଇଡଲ୍ ମୁକୁଟ

ମୁମ୍ବାଇ : ଓଡ଼ିଶା ପାଇଁ ଗର୍ବ ଓ ଗୌରବର ମୁହୂର୍ତ୍ତ। ଦେଶର ସବୁଠାରୁ ବଡ଼ ମ୍ୟୁଜିକ୍ ରିଆଲିଟି ସୋ ‘ଇଣ୍ଡିଆନ ଆଇଡଲ ସିଜନ ୧୬’ର ବିଜେତା ହୋଇଛନ୍ତି ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ। ଆଜି ଅନୁଷ୍ଠିତ ଗ୍ରାଣ୍ଡ ଫିନାଲେରେ ସେ ଇତିହାସ ରଚି … Read More

ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ: ଶ୍ରୀକ୍ଷେତ୍ରରେ ଦୁର୍ଲଭ ସୁନାବେଶ ବା ରାଜରାଜେଶ୍ୱର ବେଶ ଶେଷ ହେବା ପରେ ଆଜି ପବିତ୍ର ଦ୍ୱାଦଶୀ ତିଥିରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧରପଣା ନୀତି ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହୋଇଛି। ଆଜି ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ଏହି ସ୍ୱତନ୍ତ୍ର ନୀତିକାନ୍ତି ସମ୍ପୂର୍ଣ୍ଣ … Read More

ନନ୍ଦନ ନୀଲେକଣିଙ୍କ ନେତୃତ୍ୱରେ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ:ପ୍ରତିଯୋଗିତାମୂଳକ ପରୀକ୍ଷାର ବିଶ୍ୱସନୀୟତା, ସ୍ୱଚ୍ଛତା ଏବଂ ଦକ୍ଷତା ବୃଦ୍ଧି ଲକ୍ଷ୍ୟରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ସେୟାର କରିଥିବା ଏକ ଭିଡିଓ ବାର୍ତ୍ତାରେ ପରୀକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ ଏକ … Read More

ତୃତୀୟ ଥର ପାଇଁ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଲେ ମୀରବାଈ ଚାନୁ

ନୂଆଦିଲ୍ଲୀ: ଗ୍ଲାସଗୋରେ ଚାଲିଥିବା ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ଷ୍ଟାର ଭାରୋତ୍ତୋଳକ ସାଇଖୋମ୍ ମୀରାବାଈ ଚାନୁ ମହିଳା ୪୮ କିଲୋଗ୍ରାମ ବର୍ଗରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଏହାସହ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ମିଳିଛି। ୩୧ ବର୍ଷୀୟା … Read More

ପିଓକେ ଛଡ଼ା ପାକିସ୍ତାନ ସହ ଅନ୍ୟ କୌଣସି ବିଷୟ‌ରେ କଥାବାର୍ତ୍ତା ହେବନି

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି ସ୍ପଷ୍ଟ କରିଛନ୍ତି ଯେ, ଭାରତ ପିଓକେ (ପାକିସ୍ତାନ-ଅଧିକୃତ କାଶ୍ମୀର) ବ୍ୟତୀତ ଅନ୍ୟ କୌଣସି ପ୍ରସଙ୍ଗ‌ରେ ପାକିସ୍ତାନ ସହ କଥାବାର୍ତ୍ତା କରିବନାହିଁ। ରାଜନାଥ କହିଛନ୍ତି, ପିଓକେ ହେଉଛି ଭାରତର ଅବିଚ୍ଛେଦ୍ୟ ଅଂଶ ଏବଂ ଏହା … Read More

ମାଇନ ସଂସ୍ପର୍ଶରେ ଆସି ହର୍ମୁଜରେ ଜଳିଗଲା ତୈଳ ଟ୍ୟାଙ୍କର

ନୂଆଦିଲ୍ଲୀ: ଇରାନୀ ସମ୍ବାଦ ସରବରାହ ସଂସ୍ଥା ‘ତସନିମ’ ଅନୁସାରେ ହର୍ମୁଜ ପ୍ରଣାଳୀରେ ଏକ ତୈଳ ଟ୍ୟାଙ୍କରରେ ବିସ୍ଫୋରଣ ହୋଇଛି। ଜାହଜରେ ଏହି ବିସ୍ଫୋରଣ ଇରାନ ଦ୍ୱାରା ନିର୍ଦ୍ଧାରିତ ଜଳ ମାର୍ଗ ବାହାରେ ମାଇନ ସଂସ୍ପର୍ଶରେ ଆସିବା ଯୋଗୁ ହୋଇଛି। ଏହି ମାମଲାରେ ଇରାନ … Read More