ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ, ସ୍ବାକ୍ଷର ହେଲା ବଡ଼ ଚୁକ୍ତିନାମା
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦିଙ୍କ ଇଣ୍ଡୋନେସିଆ ଗସ୍ତର ପ୍ରଥମ ଦିନରେ ଆଜି ଜକାର୍ତ୍ତାରେ ପହଞ୍ଚିଛନ୍ତି । ଇଣ୍ଡୋନେସିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘ବିଟିଙ୍ଗ ଆଦିପୂର୍ଣ୍ଣ’ ସମ୍ମାନ ପଦକରେ ସମ୍ମାନିତ କରାଯାଇଛି । ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋଓ ସୁବିଆଣ୍ଟୋ ମୋଦିଙ୍କୁ ସମ୍ମାନିତ କରିଛନ୍ତି … Read More
