ଗଛରୁ ଝୁଲନ୍ତା ଅବସ୍ଥାରେ କଲରାପତରିଆ ବାଘର ମୃତଦେହ ଉଦ୍ଧାର
ଆସ୍କା: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ କଲରା ପତରିଆ ମୃତଦେହ ଉଦ୍ଧାର ହୋଇଛି । ଶିକାରୀ ଫାସ ବସାଇଥିବା ବେଳେ ଫାସରେ ଲାଗି ବାଘଟିର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ … Read More
