ସିରିଆ କ୍ୟାଫେରେ ବିସ୍ଫୋରଣ : ୯ ମୃତ, ୨୦ ଆହତ
ସିରିଆ : ଗୁରୁବାର ଦିନ ସିରିଆର ରାଜଧାନୀ ଦମାସକସ୍କର ଏକ କ୍ୟାଫେରେ ଭୟଙ୍କର ବିସ୍ଫୋରଣ ଘଟିଥିବା ଦେଖିବାକୁ ମିଳିଛି । ଏହି ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ୨୦ ଜଣ ଆହତ ହୋଇଛନ୍ତି । ଏପର୍ଯ୍ୟନ୍ତ ବିସ୍ଫୋରଣର କାରଣ ଜଣାପଡିନାହିଁ … Read More
