ରଥଯାତ୍ରା ପାଇଁ ଗଡ଼ିବ ଗୋନ୍ଦିଆ-ପୁରୀ ସ୍ପେସାଲ ଟ୍ରେନ୍

ଭୁବନେଶ୍ୱର: ଭାରତୀୟ ରେଳପଥ ପକ୍ଷରୁ ଭକ୍ତଙ୍କ ସୁବିଧା ପାଇଁ ମହାରାଷ୍ଟ୍ରର ଗୋନ୍ଦିଆ ଜଙ୍କସନ ଏବଂ ପୁରୀ ମଧ୍ୟରେ ଏକଯୋଡ଼ା ରଥଯାତ୍ରା ସ୍ପେଶାଲ ଟ୍ରେନ୍ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସ୍ପେଶାଲ ଟ୍ରେନ୍‌ଗୁଡ଼ିକ … Read More

ଟ୍ବିନ ସିଟିରେ ଜାରି ରହିଛି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଗତକାଲି ଭଳି ଆଜି ବି ଟ୍ବିନ ସିଟିରେ ଜାରି ରହିଛି ବର୍ଷା । ସେପଟେ ଆଜି ରାଜ୍ୟରେ ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ … Read More

ବାୟୋ ପ୍ଲାଣ୍ଟକୁ ବିରୋଧ, ପୋଲିସ ଗ୍ରାମବାସୀ ଧସ୍ତାଧସ୍ତି

ରାଉରକେଲା: ରାଉରକେଲାରେ ବାୟୋ ପ୍ଲାଣ୍ଟ କାମକୁ ଗ୍ରାମବାସୀଙ୍କ ବିରୋଧ । ପୋଲିସ ଜନତା ଧସ୍ତାଧସ୍ତି । ରାଉରକେଲାରେ ଅଏଲ୍ ଇଣ୍ଡିଆ ପକ୍ଷରୁ ଲୁହାକେରାଠାରେ ସ୍ଥାପନ କରିବାକୁ ଯାଉଥିବା ବାୟୋ ପ୍ଲାଣ୍ଟ କାର୍ଯ୍ୟକୁ ନେଇ ଚାପା ଉତ୍ତେଜନା ଦେଖାଦେବାରୁ ମାଜିଷ୍ଟ୍ରେଟଙ୍କ ସହ ପୋଲିସ ଫୋର୍ସ … Read More

ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପୋଲିସ SI ପରୀକ୍ଷା

ଭୁବନେଶ୍ୱର : SI ଆଶାୟୀଙ୍କ ପାଇଁ ବଡ଼ ଖବର । ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପୋଲିସ SI ପରୀକ୍ଷା । ସୂଚନା ଦେଲେ OUSSSC ଅଧ୍ୟକ୍ଷ ରଶ୍ମି ରଞ୍ଜନ ସ୍ୱାଇଁ । ପ୍ରଶ୍ନପତ୍ର ଲିକ୍ ପାଇଁ ବଞ୍ଚିତ ଛାତ୍ରଛାତ୍ରୀ … Read More

ଖୁବଶୀଘ୍ର ପିଲାଙ୍କୁ ନୂଆ ବହି ଯୋଗାଇ ଦିଆଯିବ : ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ

ଭୁବନେଶ୍ୱର : ରାଜ୍ୟର ସମସ୍ତ ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସ୍ପଷ୍ଟ କଲେ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଏନ୍. ଥିରୁମାଲା ନାୟକ। ତ୍ରୁଟିର ଏବେ ତର୍ଜମା … Read More

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଆନ୍ଦୋଳନ, କଳାବ୍ୟାଜ ପିନ୍ଧି କରୁଛନ୍ତି ରୋଗୀ ସେବା

ଭୁବନେଶ୍ବର: ଆଜିଠୁ ଡାକ୍ତରଙ୍କ ଆନ୍ଦୋଳନ । ଜାତୀୟ ଡାକ୍ତର ଦିବସରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡାକ୍ତର । ଅନିର୍ଦ୍ଦିଷ୍ଟକାଳ ପାଇଁ ରାଜ୍ୟରେ ରୋଗୀ ସେବା ବନ୍ଦ । କଟକ ଏସିବି ମେଡିକାଲ କଲେଜରେ କଳା ବ୍ୟାଜ ପିନ୍ଧି କାର୍ଯ୍ୟକୁ ଓହ୍ଲାଇଛନ୍ତି ଜୁନିୟର ଡାକ୍ତର ଓ … Read More

ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ସୁବର୍ଣ୍ଣପୁର : ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରରେ ଅଭାବନୀୟ ଘଟଣା ଘଟିଛି। ଗୁରୁତର ଯୁବକ ହେଲେ ବେରିହାପଡାର ଜୟ ବାଗ । ତାଙ୍କ ଗୋଡ଼, ହାତ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି । … Read More

୩୦୦ ଫୁଟ ତଳକୁ ଖସିଲା କାର୍ : ଜଣେ ମୃତ, ४ ଆହତ

କୋରାପୁଟ : ତଳ ମିଟିଙ୍ଗ ପର୍ଯ୍ୟଟନ ସ୍ଥଳ ବୁଲିବା ହେଲା କାଳ । ତିନିଶହ ଫୁଟ ତକକୁ ଖସିଲା କାର ଜଣେ ମୃତ, ଚାରି ଆହତ । କୋରାପୁଟ ଜିଲ୍ଲା କାକିରିଗୁମା ଥାନା ଅନ୍ତର୍ଗତ ଲଛମଣି ଘାଟିରେ ତିନି ଶହ ଫୁଟ ତଳକୁ … Read More

ବରଗଡ଼ରେ ୧,୭୫୦ କୋଟିର ମେଗା ଇଥାନଲ ପ୍ଲାଣ୍ଟ ଉଦଘାଟନ କରିବେ କେନ୍ଦ୍ର ଗୃହମନ୍ତ୍ରୀ

ବରଗଡ଼: ପଶ୍ଚିମ ଓଡ଼ିଶାର ଶିଳ୍ପ ଏବଂ କୃଷି କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଜୁଲାଇ ୪ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ବରଗଡ଼ଠାରେ ପ୍ରତିଷ୍ଠିତ ୧,୭୫୦ କୋଟି ଟଙ୍କାର ଏକ ବିଶାଳ … Read More

ଭୀମସାରର ୨ ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ସମ୍ବଲପୁର: ବୁଧବାର ଦିନ ଓଡ଼ିଶା ଭିଜିଲାନ୍ସ ବୁର୍ଲାର ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ୍ ରିସର୍ଚ୍ଚ (VIMSAR)ର ଦୁଇ ଅଧିକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ଏଷ୍ଟାବ୍ଲିସ୍ମେଣ୍ଟ୍ ଅଫିସର-କମ୍-ଅଫିସ୍ ସୁପରିଣ୍ଟେଣ୍ଡେଣ୍ଟ୍ ଧନୁର୍ଦ୍ଧର ବିଶ୍ୱାଳ ଏବଂ ଷ୍ଟିୱାର୍ଡ୍ ଅଶ୍ୱିନୀ … Read More