ଖୁବଶୀଘ୍ର ପିଲାଙ୍କୁ ନୂଆ ବହି ଯୋଗାଇ ଦିଆଯିବ : ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ

ଭୁବନେଶ୍ୱର : ରାଜ୍ୟର ସମସ୍ତ ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସ୍ପଷ୍ଟ କଲେ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଏନ୍. ଥିରୁମାଲା ନାୟକ। ତ୍ରୁଟିର ଏବେ ତର୍ଜମା … Read More

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଆନ୍ଦୋଳନ, କଳାବ୍ୟାଜ ପିନ୍ଧି କରୁଛନ୍ତି ରୋଗୀ ସେବା

ଭୁବନେଶ୍ବର: ଆଜିଠୁ ଡାକ୍ତରଙ୍କ ଆନ୍ଦୋଳନ । ଜାତୀୟ ଡାକ୍ତର ଦିବସରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡାକ୍ତର । ଅନିର୍ଦ୍ଦିଷ୍ଟକାଳ ପାଇଁ ରାଜ୍ୟରେ ରୋଗୀ ସେବା ବନ୍ଦ । କଟକ ଏସିବି ମେଡିକାଲ କଲେଜରେ କଳା ବ୍ୟାଜ ପିନ୍ଧି କାର୍ଯ୍ୟକୁ ଓହ୍ଲାଇଛନ୍ତି ଜୁନିୟର ଡାକ୍ତର ଓ … Read More

ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ସୁବର୍ଣ୍ଣପୁର : ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରରେ ଅଭାବନୀୟ ଘଟଣା ଘଟିଛି। ଗୁରୁତର ଯୁବକ ହେଲେ ବେରିହାପଡାର ଜୟ ବାଗ । ତାଙ୍କ ଗୋଡ଼, ହାତ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି । … Read More

୩୦୦ ଫୁଟ ତଳକୁ ଖସିଲା କାର୍ : ଜଣେ ମୃତ, ४ ଆହତ

କୋରାପୁଟ : ତଳ ମିଟିଙ୍ଗ ପର୍ଯ୍ୟଟନ ସ୍ଥଳ ବୁଲିବା ହେଲା କାଳ । ତିନିଶହ ଫୁଟ ତକକୁ ଖସିଲା କାର ଜଣେ ମୃତ, ଚାରି ଆହତ । କୋରାପୁଟ ଜିଲ୍ଲା କାକିରିଗୁମା ଥାନା ଅନ୍ତର୍ଗତ ଲଛମଣି ଘାଟିରେ ତିନି ଶହ ଫୁଟ ତଳକୁ … Read More

ବରଗଡ଼ରେ ୧,୭୫୦ କୋଟିର ମେଗା ଇଥାନଲ ପ୍ଲାଣ୍ଟ ଉଦଘାଟନ କରିବେ କେନ୍ଦ୍ର ଗୃହମନ୍ତ୍ରୀ

ବରଗଡ଼: ପଶ୍ଚିମ ଓଡ଼ିଶାର ଶିଳ୍ପ ଏବଂ କୃଷି କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଜୁଲାଇ ୪ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ବରଗଡ଼ଠାରେ ପ୍ରତିଷ୍ଠିତ ୧,୭୫୦ କୋଟି ଟଙ୍କାର ଏକ ବିଶାଳ … Read More

ଭୀମସାରର ୨ ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ସମ୍ବଲପୁର: ବୁଧବାର ଦିନ ଓଡ଼ିଶା ଭିଜିଲାନ୍ସ ବୁର୍ଲାର ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ୍ ରିସର୍ଚ୍ଚ (VIMSAR)ର ଦୁଇ ଅଧିକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ଏଷ୍ଟାବ୍ଲିସ୍ମେଣ୍ଟ୍ ଅଫିସର-କମ୍-ଅଫିସ୍ ସୁପରିଣ୍ଟେଣ୍ଡେଣ୍ଟ୍ ଧନୁର୍ଦ୍ଧର ବିଶ୍ୱାଳ ଏବଂ ଷ୍ଟିୱାର୍ଡ୍ ଅଶ୍ୱିନୀ … Read More

୨୦୨୭ ଫେବ୍ରୁଆରୀରୁ ଦ୍ୱିତୀୟ ପର୍ଯ୍ୟାୟ ଜନଗଣନା, ଆଜିଠୁ ପ୍ରି ଟେଷ୍ଟ୍‌

ଭୁବନେଶ୍ୱର: ମେ’ ୧୫ ତାରିଖ ସୁଦ୍ଧା ଶେଷ ହେଲା ପ୍ରଥମ ପର୍ଯ୍ୟାୟ ଜନଗଣନା। ଏପ୍ରିଲ ୧ ତାରିଖରୁ ଜନଗଣନା ପାଇଁ ସ୍ୱ-ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ତା ପରେ ମ୍ୟାପିଂ ସରିଛି। ୨୦୨୭ ଫେବ୍ରୁଆରୀରୁ ଦ୍ୱିତୀୟ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବାକୁ … Read More

ଏଣିକି ଡ୍ରେନରେ ଲାଗିବ ସେନସର୍‌ : ବିଏମ୍‌ସି ବୈଠକରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର: ବର୍ଷା ଦିନ ଆସିଲେ ସହରର ସମସ୍ତ ଡ୍ରେନରେ ପାଣି ଭରିଯାଏ। ଏହାଛା ଡ୍ରେନରେ ପଙ୍କ ଭରିଗଲେ ମଧ୍ୟ ଡ୍ରେନ ପାଣି ଓଭର ପ୍ଲୋ ହୁଏ। ଏହାକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ନୂଆ ଏକ ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି … Read More