ପଶ୍ଚିମ ଓଡ଼ିଶାରେ ଅତି ପ୍ରବଳ ବର୍ଷା ଆଶଙ୍କା, ୪ ଜିଲ୍ଲାକୁ ରେଡ୍ ଆଲର୍ଟ
ଭୁବନେଶ୍ୱର : ଉତ୍ତର ଓଡ଼ିଶା ଦେଇ ଆଗକୁ ବଢ଼ୁଛି ଗଭୀର ଅବପାତ । ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ … Read More
