ଜାପାନୀ ସଂସ୍ଥା ସହ ୬୭ ହଜାର କୋଟି ଟଙ୍କାର ଚୁକ୍ତି, ରାଜ୍ୟରେ ସୃଷ୍ଟି ହେବ ୭୬୦୦ ନିଯୁକ୍ତି
ଭୁବନେଶ୍ୱର : ଓଡ଼ିଶାକୁ ‘ଗ୍ଲୋବାଲ୍ ଗ୍ରୀନ୍ ହବ୍’ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ୱାନ । ରାଜ୍ୟରେ ସବୁଜ ଅର୍ଥନୀତିର ବିକାଶ ପାଇଁ ଓଡ଼ିଶା ସରକାର ଜାପାନର ପ୍ରତିଷ୍ଠିତ IHI Corporation ଏବଂ ACME ଗ୍ରୁପ୍ ସହ ଏକ ସହଯୋଗ ପତ୍ର … Read More
