ଭିଜିଲାନ୍ସ ପଞ୍ଝାରେ ମହିଳା ସରପଞ୍ଚ, ୨୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ
ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ । ୨୦ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ନିମ୍ନା ପଞ୍ଚାୟତର ସରପଞ୍ଚ ସୂର୍ଯ୍ୟକାନ୍ତି ପାଣ୍ଡେ ମାଛ ଚାଷ ସବସିଡି ପାଇଁ SHG ଗ୍ରୁପକୁ ୪୦ … Read More
