ସୀତା ନଦୀରେ ଭାସିଗଲେ ୪ ଯୁବକ, ଜଣେ ମୃତ ; ୩ ଉଦ୍ଧାର

ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତଣ୍ଡିବେଡା – ମନୋହରପୁର ଗ୍ରାମ ମଧ୍ୟସ୍ଥ ସୀତା ନଦୀ ପୋଲ ନିକଟରେ ଆଜି ଉପର ମୁଣ୍ଡରୁ ଆସୁଥିବା ବଢ଼ି ପାଣିରେ ସେଠାରେ ଗାଧାଉଥିବା ଲକ୍ଷ୍ମିପଶି ଗ୍ରାମର ୪ … Read More

ଗୋ ମାଫିଆଙ୍କୁ ଗୁପ୍ତ ତଥ୍ୟ ଯୋଗାଇବା ଅଭିଯୋଗରେ ଏଏସଆଇ ଓ କନେଷ୍ଟବଳ ନିଲମ୍ବିତ

ବିଶୋଇ : ଗୋ ମାଫିଆଙ୍କୁ ଗୁପ୍ତ ତଥ୍ୟ ଯୋଗାଇବା ଏବଂ ପୁଲିସ ବିଭାଗର ବିଶ୍ୱାସନୀୟତା ଉପରେ ଆଞ୍ଚ ଆଣିବା ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ପୁଲିସ ପକ୍ଷରୁ ନିଆଯାଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ। ଗୋ ମାଫିଆଙ୍କ ସହ ମଧୁଚନ୍ଦ୍ରିକା ରଖି ଖବର ଲିକ୍ କରିବା … Read More

ଲଗାଣ ବର୍ଷାରେ ଭାଙ୍ଗିଲା ପୋଲ, ଯାତାୟତ ଠପ୍

ଦଶପଲ୍ଲା: ଲଗାଣ ବର୍ଷାରେ ଭାଙ୍ଗିଗଲା ପୋଲ। ଦଶପଲ୍ଲା  ବ୍ଲକ ଘୋଳାହାଣ୍ଡି ପଞ୍ଚାୟତର ଆଦିବାସୀ ବହୁଳ ନାରଦିଗୋଛା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଫଳରେ ଗ୍ରାମବାସୀଙ୍କ ଯାତାୟତ  ସମ୍ପୂର୍ଣ୍ଣ ଠପ୍ ହୋଇ ପଡିଛି । ଏହି ରାସ୍ତାଦେଇ … Read More

୯ ରେ ଖୋଲିବ ହୀରାକୁଦ ସ୍ଲୁଇସ ଗେଟ

ସମ୍ବଲପୁର : ଖୋଲିବ ହୀରାକୁଦ ଜଳଭଣ୍ଡାରର ସ୍ଲୁଇସ ଗେଟ  l   ଆସନ୍ତା ୯ ତାରିଖ ଖୋଲିବ ଜଲଭଣ୍ଡାରର ସ୍ଲୁଇସ ଗେଟ  l  ଉପର ମୁଣ୍ଡରେ ବର୍ଷା ଯୋଗୁଁ କ୍ରମାଗତ ଭାବରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଛି  ।   ଆସନ୍ତା ୦୯ ତାରିଖ ସକାଳ … Read More

ପ୍ରେମିକ ଘରୁ ପ୍ରେମିକାର ମୃତଦେହ ଉଦ୍ଧାର

ବ୍ରହ୍ମପୁର : ପ୍ରେମିକ ଘରେ ପ୍ରେମିକାର ଡେଡବଡି ।  ଗଞ୍ଜାମ ଜିଲ୍ଲା ଜରଡ଼ା ଥାନା ଏସ ନୂଆଗାଁ ପ୍ରେମିକ ଘରୁ ପ୍ରେମିକାର ମୃତଦେହ ଉଦ୍ଧାର କରାଯାଇଛି  l  ତେବେ ମୃତକ ନାବାଳିକା ଥିବା ସୂଚନା ମିଳିଛି  l  ଏସ, ନୂଆ ଗାଁ ର … Read More

ରଥଯାତ୍ରା ସମୀକ୍ଷା ବୈଠକ, କର୍ଡନ୍ ଭିତରକୁ ଅନଧିକୃତ ଲୋକଙ୍କୁ ସମ୍ପୂର୍ଣ୍ଣ ବାରଣ

ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକ ଆରମ୍ଭ । ସବୁ ବିଭାଗର ରଥଯାତ୍ରା ପ୍ରସ୍ତୁତିର ହେଉଛି ସମୀକ୍ଷା । ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥୀରାଜ … Read More

ଚମ୍ପୁଆରେ ଏନକାଉଣ୍ଟର, ପୋଲିସ ଗୁଳିରେ କୁଖ୍ୟାତ ଅପରାଧୀ ମହମ୍ମଦ ନାଫିସ ଗୁରୁତର

କେନ୍ଦୁଝର: ଚମ୍ପୁଆ ପୋଲିସର ଏନକାଉଣ୍ଟର । କୁଖ୍ୟାତ ଅପରାଧୀ ମହମ୍ମଦ ନାଫିସକୁ ଏନକାଉଣ୍ଟର କଲା ପୋଲିସ । ତା ନାଁରେ ୩୦ ଅପରାଧୀକ ମାମଲା ରହିଛି । ଘରେ କେହି ନଥିବା ବେଳେ କବାଟ ଭାଙ୍ଗି ଲୁଟ କରିବାରେ ବେଶ ମାହିର ଥିଲା … Read More

ପ୍ରବଳ ବର୍ଷାରେ ନାଳରେ ଭାସିଗଲେ ଦୁଇ ଯୁବକ, ଜଣେ ନିଖୋଜ

ସମ୍ବଲପୁର: ବର୍ଷା ପାଣିର ସ୍ରୋତରେ ଭାସିଯାଇ ଯୁବକ ନିଖୋଜ, ସମ୍ବଲପୁର ସହର ନିକଟସ୍ଥ ବାଗଡିଆ ପଡ଼ା ନିକଟରେ ପାଣି ମାଡ଼ି ଆସିବାରୁ ଭାସିଗଲେ ଯୁବକ ।  ଦୁଇଜଣ ଯୁବକ ବାଇକରେ ଯାଉଥିବା ବେଳେ ହଠାତ୍ ପାଣି ମାଡ଼ି ଆସିଲା । ଉଭୟଙ୍କୁ ଭସାଇ … Read More

ଇସ୍ତଫା ଦେଲେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା

ଭୁବନେଶ୍ୱର: ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା । ସରକାରଙ୍କୁ ଇସ୍ତଫା ନେବାକୁ ମାଗିଲେ ଅନୁମତି । ୨୦୧୩ ବ୍ୟାଚ ଆଇପିଏସ୍ ଅଫିସର ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର କୁ ନେଇ ବଢ଼ିଲା ଚର୍ଚ୍ଚା । ନିଜର ୧୩ବର୍ଷର କାର୍ଯ କାଳ ପରେ … Read More

ବର୍ଷାରେ ଉବୁଡୁବୁ ସମ୍ବଲପୁର ସହର, ସାରାରାତି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ

ସମ୍ବଲପୁର: ବର୍ଷାରେ ବୁଡ଼ିଲା ସମ୍ବଲପୁର । ସମ୍ବଲପୁର ସହରରେ ଦିନ ପରେ ରାତି ସାରା ପ୍ରବଳ ବର୍ଷା ଲାଗି ରହିଛି । ବିଭିନ୍ନ ସ୍ଥାନରେ କୁତ୍ରିମ ବନ୍ୟା ସୃଷ୍ଟି ହୋଇଛି । ଅଇଁଠାପାଲି PHD ପଡିଆରେ ପଡ଼ିଥିବା ମିନାବଜ଼ାରର ସବୁଆଡେ ପାଣି ଜମି … Read More