ରଥଯାତ୍ରା ପୂର୍ବରୁ ପୁରୀରୁ କୋରାପୁଟକୁ ଗଡିଲା ନୂଆ ଟ୍ରେନ୍, ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ
ପୁରୀ: ଶ୍ରୀକ୍ଷେତ୍ର ସହ ଯୋଡ଼ି ହେଲା ଶାବର ଶ୍ରୀକ୍ଷେତ୍ର । ପୂର୍ବରୁ ଶାବର ଶ୍ରୀକ୍ଷେତ୍ର ବା କୋରାପୁଟକୁ ଭୁବନେଶ୍ବରରୁ ଗୋଟିଏ ଟ୍ରେନ୍ ଚଳାଚଳ କରୁଥିବାବେଳେ, ଏବେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପୂର୍ବରୁ ଆଜି ପୁରୀରୁ କୋରାପୁଟକୁ ଗଡିଛି ନୂଆ ଟ୍ରେନ୍ । ମୁଖ୍ୟମନ୍ତ୍ରୀ … Read More
