କଲକାତାରେ ରାଲି ବେଳେ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା, ଭାଇରାଲ ହେଲା ଭିଡିଓ

କଲକାତା:ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଟିଏମସି ରାଲିକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟରେ ଏବେ ଆଉ ଏକ ଘଟଣା ଚର୍ଚ୍ଚାରେ ରହିଛି। ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜଣେ ଦଳୀୟ କର୍ମୀଙ୍କୁ ସର୍ବସମ୍ମୁଖରେ ଚାପୁଡ଼ା ମାରୁଥିବା ଏକ ଭିଡିଓ … Read More

ବିଦ୍ୟୁତ୍ ଆଘାତ ଲାଗି ଦମ୍ପତିଙ୍କ ସହ ୨ ସନ୍ତାନଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ସତାରା ଜିଲ୍ଲାରୁ ଏକ ହୃଦୟବିଦାରକ ଦୁର୍ଘଟଣା ସାମ୍ନାକୁ ଆସିଛି । ଜିଲ୍ଲାର ଫଳଟନ ତାଲୁକାର ଖାମଗାଁରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗୋଟିଏ ପରିବାରର ୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ଦମ୍ପତି ଏବଂ ସେମାନଙ୍କର … Read More

ଭୁଶୁଡ଼ିଲା ୩ ମହଲା କୋଠା, ଅନେକ ଲୋକ ଦବିଥିବା ଆଶଙ୍କା

ପୁଣେ : ପ୍ରବଳ ବର୍ଷା ଯୋଗୁଁ ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳ କ୍ଷୟକ୍ଷତି ହୋଇଛି । ମହାରାଷ୍ଟ୍ରରେ ଅନେକ ସ୍ଥାନରେ ଗୋଟିଏ ପରେ ଗୋଟିଏ ଅଘଟଣ ଚାଲିଛି । ପୁଣେରେ ଏକ ବିଲିଡିଂ ଭୁଶୁଡ଼ିବା ଯୋଗୁଁ ଅନେକ ଲୋକ ଦବିଥିବା ଆଶଙ୍କା କରାଯାଉଛି … Read More

ଟାୟାର ପମ୍ପଚର ସଜାଡ଼ିବା ବେଳେ ଚଢ଼ିଗଲା ଟ୍ରକ, ୪ ମୃତ

ଉତ୍ତରପ୍ରଦେଶ : ଉତ୍ତର ପ୍ରଦେଶ କୌଶାମ୍ବୀ ଜିଲ୍ଲା ପ୍ରୟାଗରାଜ-କାନପୁର ହାଇଓେ୍ବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଅଜ୍ଞାତ ପିକଅପ୍ ଗାଡିର ଟାୟାର ପମ୍ପଚର ହୋଇଥିବାରୁ ଏମାନେ ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଏକ ଟ୍ରକ ପଛରୁ ଆସି ଧକ୍କା ଦେଇଥିଲା … Read More

ପହଲଗାମ ଆକ୍ରମଣ ସହ ସମ୍ପୃକ୍ତ ଥିବା ଲସ୍କର-ଇ-ତୋଇବାର ଶୀର୍ଷ କମାଣ୍ଡର ନିହତ

ଜମ୍ମୁ କଶ୍ମୀର : ଜମ୍ମୁ-କଶ୍ମୀରରେ ସୁରକ୍ଷା ବଳକୁ ବଡ଼ ସଫଳତା ମିଳିଛି । ଦୀର୍ଘ ୪ ଦିନ ଧରି ଚାଲିଥିବା ସର୍ଚ୍ଚ ଅପରେସନ ପରେ ଯବାନ ଚର୍ଚ୍ଚିତ ଲସ୍କର-ଇ-ତୋଇବାର ଜଣେ ଶୀର୍ଷ କମାଣ୍ଡର ନିହତ ହୋଇଛି । ପହଲଗାମ୍ ଆକ୍ରମଣ ସହ ସମ୍ପୃକ୍ତ … Read More

ମଝି ଆକାଶରୁ ଗାୟବ ହେଲା ପାକିସ୍ତାନର କାର୍ଗୋ ବିମାନ

ଲାହୋର : ୟୁଏଇ ଶାରଜାହରୁ ପାକିସ୍ତାନ କରାଚୀ ଆସୁଥିବା ଏକ ପାକିସ୍ତାନୀ କାର୍ଗୋ ବିମାନ ମଙ୍ଗଳବାର ରାତିରେ ମଝି ଆକାଶରୁ ନିଖୋଜ ହୋଇଯାଇଛି । ବିମାନରେ ଚାଳକ ଦଳର ପାଞ୍ଚ ଜଣ କ୍ରୁ ସଦସ୍ୟ ଥିଲେ । ବିମାନର ସନ୍ଧାନ ଜାରି ରହିଛି … Read More

ଇରାନ ଉପରେ ଆମେରିକାର ମିସାଇଲ ମାଡ଼! ୮୦ଟି ଘାଟି ଧ୍ୱଂସ

ଆମେରିକା : ବଦଲା ନେଲା ଆମେରିକା! । ଇରାନ ଉପରେ ଟ୍ରମ୍ପସେନାର ମିସାଇଲ ମାଡ଼!। ୮୦ଟି ଘାଟି ଧ୍ୱଂସ । ଇରାନର ସାମରିକ ଘାଟି ଉପରେ ବୋମାମାଡ କରିଛି ଆମେରିକା। କିଛି ସପ୍ତାହ ପୂର୍ବରୁ ହୋଇଥିବା ଅସ୍ଥାୟୀ ସରକାରୀ ଚୁକ୍ତିକୁ ବେଖାତିର କରି … Read More

ଇଣ୍ଡୋନେସିଆରେ ବିଜୁ ବାବୁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଇଣ୍ଡୋନେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ଦେଶର ସ୍ୱାଧୀନତା ସଂଗ୍ରାମ ସମୟରେ ଡଚ୍-ଅଧିକୃତ ଜାଭାରୁ ଇଣ୍ଡୋନେସିଆ ନେତାମାନଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରିବାରେ ବିଜୁ ବାବୁ … Read More

ଆସନ୍ତାକାଲି ହୀରାକୁଦରୁ ଛଡ଼ାଯିବ ପ୍ରଥମ ପର୍ଯ୍ୟାୟ ବନ୍ୟା ଜଳ, ଖୋଲାଯିବ ୪ଟି ଗେଟ୍

ସମ୍ବଲପୁର:ରାଜ୍ୟରେ ବର୍ଷାର ପରିମାଣ କମୁଥିବା ବେଳେ ଉପରମୁଣ୍ଡରୁ ଆସୁଥିବା ପ୍ରବଳ ଜଳପ୍ରବାହ ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ସକାଳ ୧୧ଟାରେ ହୀରାକୁଦ ବନ୍ଧର ୪ଟି ଗେଟ୍ ଖୋଲି ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। … Read More

ଗୁଜୁରାଟରେ ଓଡ଼ିଆ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ

ପୂରୀ: ଶ୍ରୀମନ୍ଦିର ନିକଟରେ ଅପରେସନ ଚକ୍ରବ୍ୟୁହ। ଦୁଇଟି ସ୍ନାଇପର ଟିମ୍ ସହ ଅଗ୍ନିଶମ ବିଭାଗର ଲ୍ୟାଡର୍,K 9 ସନ୍ଧାନୀ କୁକୁର,ବୋମା ନିଷ୍କ୍ରିୟକାରୀ ଦଳ ସାମିଲ ଥିଲ । ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ପ୍ରତିହତ କରିବା ପାଇଁ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବ୍ୟବହିତ ପୂର୍ବରୁ ଗତକାଲି … Read More