ରଥଯାତ୍ରା ପରିଚାଳନା ପାଇଁ ଦାୟିତ୍ୱ ବଣ୍ଟନ, ଗଠନ ହେଲା ରଥ ନିର୍ଦ୍ଦେଶକ ଓ ବୈଷୟିକ ଦଳ
ପୁରୀ: ରଥଯାତ୍ରା ଓ ବାହୁଡ଼ାଯାତ୍ରା ପରିଚାଳନା ପାଇଁ ଦାୟିତ୍ବ ବଣ୍ଟନ । ରଥଯାତ୍ରା ଓ ବାହୁଡା ଯାତ୍ରା ପାଇଁ ଗଠନ ହେଲା ପ୍ରତ୍ୟେକ ରଥର ନିର୍ଦ୍ଦେଶକ ଦଳ ଓ ବୈଷୟିକ ଦଳ । ଏସ୍ପି ପ୍ରତୀକ ସିଂହଙ୍କୁ ତାଳଧ୍ବଜ ରଥ, ଜିଲ୍ଲାପାଳ ଦିବ୍ୟଜ୍ୟୋତି … Read More
